Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା ଜାରି

7/06/2019 at 10:09 AM

ଭୁବନେଶ୍ବର ୭|୬: ରାଜ୍ୟର ୭ଟି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ୭ଟି ଜିଲ୍ଲା ହେଲା ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବରରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

   Related Posts