୧୩ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

Published By : Prameya-News7 Bureau | June 01, 2018 IST

୧୩ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୩ ଜିଲ୍ଲା- କେନ୍ଦୁଝର, ମୟୁରଭଞ୍ଜି, ବାଲେଶ୍ବର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଏବଂ ରାୟଗଡା ଦିନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଏହି ସମୟରେ ପବନର ବେଗ ୫୦ରୁ ୬୦ କିମି ରହିବ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.