Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୭ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା

13/05/2018 at 6:59 AM

ଥମୁନି କାଳବୈଶାଖୀ ଡର
୭ଟି ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ
୭ଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଓ ମାଲକାନଗିରି
ସକାଳ ୭.୩୦ରୁ ୯.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

Leave a Reply

   Related Posts