Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଆଜି ଏହି ସବୁ ସ୍ଥାନରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା , ୨୫ରୁ ଖରା ଆହୁରି ବଢିବ

21/03/2019 at 2:45 PM

ଭୁବନେଶ୍ବର୨୧|୩: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ।ଉପକୂଳ, ଉତ୍ତର ଏବଂ ଉତ୍ତର-ଦକ୍ଷିଣ ଆଭ୍ୟନ୍ତରୀଣ  ଓଡିଶାରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି ।୨୫ ପରଠୁ ଖରା ଆହୁରି ବଢିବ । ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ ବଢିବା ସମ୍ଭାବନା ରହିଛି ।

ଆଜି ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, କଟକ, ନୟାଗଡ, ବୌଦ୍ଧ, କନ୍ଧମାଳ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆଜିଦିନ ୧ଟା ସୁଦ୍ଧା ୧୦ଟି ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି .ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି ।

   Related Posts