Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କାଳ ବୈଶାଖୀର ତାଣ୍ଡବ: ଘର ଉପରେ ପଡ଼ିଲା ଗଛ, ଅଳ୍ପକେ ବର୍ତ୍ତିଲେ ପରିବାର

9/05/2021 at 6:51 PM

ପାଟଣା, ୦୯/୦୫: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ପ୍ରବଳ ପବନ ହୋଇଛି । ଏହାର ପ୍ରଭାବରେ ସଡ଼ଙ୍ଗବାହାଳି ଗ୍ରାମର ଚିରଞ୍ଜିବ ମୁଣ୍ଡାଙ୍କ ଘର ଉପରେ ଏକ ଗଛ ପଡିଯିବାରୁ ଘରର ଆଜବେଷ୍ଟସ୍‌ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିବା ବେଳେ ଜଣେ ଆହତ ହୋଇଛନ୍ତି ।

ତେବେ ଏକ ବଡ଼ ଦୁର୍ଘଟଣାରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଚିରଞ୍ଜୀବ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ଖୁବ୍ ଶିଘ୍ର ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।

   Related Posts