ଗୁରୁବାର ରାଶିଫଳ: ଦୁଃସାହସିକ ପଦକ୍ଷେପ ନେଇ କଷ୍ଟଦାୟକ କାର୍ଯ୍ୟକୁ ସହଜରେ ହାସଲ କରିବେ

Published By : Prameya-News7 Bureau | October 13, 2021 IST

ମେଶ– ବିପଦରୁ ଉଧୁରି ଯାଇପାରନ୍ତି । ପ୍ରତାରିତ ହେବା ଆଶା କରାଯାଏ ।ବାଦ-ବିବାଦରେ ଅନୁତପ୍ତ ହୋଇପାରନ୍ତି । ମଧୁର ଭାଷାରେ ବିରୋଧୀଙ୍କୁ ଆୟ କରିପାରନ୍ତି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–କାର୍ଯ୍ୟଧାରାରେ ପରିବର୍ତ୍ତନ ଘଟାଇ ସଫଳତା ଲାଭ କରିବେ । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ ।ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ -ଆଳସ୍ୟ ପରିତ୍ୟାଗ କରି କାର୍ଯ୍ୟ ହାସଲ ପାଇଁ ଲାଗି ପଡିବେ । ସୁଖୀ ହେବେ । ବହୁ ସମ୍ପଦ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ-ଧୈର୍ଯ୍ୟ ସହକାରେ କାର୍ଯ୍ୟ କରିବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭ୍ରମଣ ଯୋଗ ଅଛି । ସୌଜନ୍ୟ ଲାଭ କରିପାରନ୍ତି । କର୍ମକ୍ଷେତ୍ରରେ ଉନ୍ନତି ଘଟିବ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ– ଜଞ୍ଜାଳ ଦୂରୀଭୂତହେବ । ଶୋକାତୁର ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା– ଅପେକ୍ଷା ନ କରି ତୁରନ୍ତ କର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଲକ୍ଷ୍ୟ ହାସଲ କରିବେ । ପ୍ରୀତି ଲାଭହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ବନ୍ଧୁ ସହାୟତା ମିଳିବ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ତୁଳା–ଆତ୍ମୀୟଙ୍କ ପାଇଁ ସମସ୍ୟା ଉପୁଜିବ । ଦୁଃସାହସିକ ପଦକ୍ଷେପ ନେଇ କଷ୍ଟଦାୟକ କାର୍ଯ୍ୟକୁ ସହଜରେ ହାସଲ କରିପାରନ୍ତି । ମନରେ ସରସତା ଆସିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବିଛା–ସତର୍କ ରହି ଲକ୍ଷତିରୁ ଉଧୁରି ଯିବେ । ଚଞ୍ଚଳ ଚେଷ୍ଟିତ ହେବେ । ହଠାତ୍‌ କିଛି ଧନ ମିଳି ଯାଇପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଦେବ ଦର୍ଶନ କରିସନ୍ତୋଷ ପାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଧନୁ –କ୍ରୋଧ ସମ୍ବରଣ କଲେ ପାରିବାରିକ ଶାନ୍ତି ମିଳିବ । ଘାତଚନ୍ଦ୍ରଣ ଯୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୃଷିରୁ ଲାଭବାନ୍‌ ହେବେ । ଯାନବାହନ ସୁଖମିଳିବ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମକର–ଆୟ ଉତ୍ତମ ହେବ । ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି ।ବ୍ୟବସାୟ ଲାଭଜନକ ହେବ । ପ୍ରତିଯୋଗିତା ବିଜୟୀ ହେବେ । ବିବାଦରେ ବିଜୟୀ ହେବେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ମନୋବଳ ଦୃଢହେବ । ଆଳସ୍ୟ ପରିତ୍ୟାଗ କରି କର୍ମଚଞ୍ଚଳ ରହିବେ ସମ୍ମାନିତ ହେବେ । ସହଜରେ ସଫଳ ରୂପାୟନ କରିବହୁ ସମ୍ମାନର ଅଧିକାରୀ ହେବେ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖୀ ହେବେ ।

ମୀନ -ବୃଥାରେ କ୍ଷତି ସହି ପାରନ୍ତି । କ୍ଷତି ଭରଣା କରି ଅକ୍ଳେଶରେ ଧନବାନ ହେବେ । ବନ୍ଧୁ କିମ୍ବା ସରକାରୀ ସହାୟତାରୁ ଲାଭବାନ ହେବେ । କର୍ତ୍ତବ୍ୟନିଷ୍ଠ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.