Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଗୁରୁବାରର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

18/11/2020 at 5:59 PM

ନଭେମ୍ଵର ୧୮।୧୧: ମେଷ – ଆଜି ରବି ନିଚସ୍ଥ ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଠିକ୍ ହେବ ନାହିଁ । କିନ୍ତୁ କର୍ମାଧିପତିଙ୍କ ପ୍ରଭାବରେ ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୧।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଅପ୍ରିୟ ସତ୍ୟ କହି ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ଶିକାର ହେବେ । କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ପଡୋଶୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

କର୍ମଜୀବି- ଅର୍ଥ ହାନୀ ହେବ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ପାପଗ୍ରହ ମଧ୍ୟସ୍ଥ ବୃହସ୍ପତିଙ୍କ ଯୋଗୁ ଆଜିର କାମଗୁଡିକ ଶୃଙ୍ଖଳିତ ହେବ ନାହିଁ । ବ୍ୟବସାୟ ବଢିପାରେ କିମ୍ବା ନୂତନ ଭାବେ ଆରମ୍ଭ କରି ଆତ୍ମତୃପ୍ତି ଲଭିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ମାନସିକ ଅସ୍ଥିରତା କାରଣରୁ ବେଳେ ବେଳେ ଭୁଲ୍ ନିଷ୍ପତ୍ତି ନେଇ ସୁଯୋଗ ହରାଇବେ । କିନ୍ତୁ ମଘା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧା ଆଶାନୁରୂପ ଅବଶ୍ୟ ପାଇବେ ।  ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ସମ୍ପର୍କୀୟଙ୍କ ଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ଭୁଲ୍ ନିଷ୍ପତ୍ତି ସମସ୍ୟାକୁ ବଢାଇପାରେ । ଉଚ୍ଚ ପଦାଧିକାରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଭୁଲି ଯାଇପାରନ୍ତି ।  ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଅପରିଚିତାଙ୍କ ସହ କଳହ ଲାଗିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ । ଥଣ୍ଡା କାଶଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ସଙ୍ଗୀତ କ୍ଷେତ୍ର ପୂର୍ବପର ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହେବ, ଆତ୍ମୀୟମାନଙ୍କ ଉପସ୍ଥିତି ଓ ସାହାର୍ଯ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ । ନିଜ ନିଜର ସ୍ୱାର୍ଥସାଧନ ନିମିତ୍ତ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – କର୍ମକ୍ଷେତ୍ରରେ ସବୁ ସମୟରେ ମିଶୁଥିବା ବ୍ୟକ୍ତିମାନକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ । ପୂର୍ବ ପରିକଳ୍ପିତ ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ  – ଶାରୀରିକ ଶିଥିଳତା ଅନୁଭବ କଲେ ମଧ୍ୟ ଦୃଢ ମନୋବଳ କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ । କର୍ମାରମ୍ଭରେ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବାର ସୁଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମୀନ – ଦୂରଯାତ୍ରାର ଅସୁବିଧା କରିବେ କିନ୍ତୁ ଶେଷ ମୁହୂର୍ତ୍ତରେ ସବୁ ଓଲଟ ପାଲଟ ହୋଇଯିବ । କର୍ମକ୍ଷେତ୍ରରେ ସୁଯୋଗ ହାତ ପାଆନ୍ତାରେ ପାଇବେ ଓ କାମ ହାସଲରେ ସମର୍ଥ ହେବେ । ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

   Related Posts