Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଥାଇରଏଡ୍ ସମସ୍ୟାରେ ପୀଡିତ କି ? ଖାଆନ୍ତୁ ନାହିଁ ଏହି ୫ଟି ଜିନିଷ…

3/10/2021 at 1:09 PM

ନୂଆଦିଲ୍ଲୀ ୦୩/୧୦: ଶରୀରରେ ଥାଇରକ୍ସିନ ନାମକ ହରମୋନ୍‌ କ୍ଷରଣ ଅନିୟମିତ ହେଲେ ଲୋକମାନେ ଥାଇରଏଡ୍‌ ସମସ୍ୟାରେ ପୀଡ଼ିତ ହୁଅନ୍ତି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ରୋଗରେ ପୀଡିତ ହୁଅନ୍ତି । ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ଏହି ରୋଗ ପୁରୁଷମାନଙ୍କ ତୁଳନାରେ ମହିଳାଙ୍କଠାରେ ଅଧିକ ଦେଖାଯାଏ। ତେବେ ସୂଚନା ଅନୁଯାୟୀ ଭାରତର ପ୍ରତି ୧୦ଜଣରେ ଜଣେ ବ୍ୟକ୍ତି ଏହି ରୋଗରେ ପୀଡ଼ିତ ହୋଇଥାନ୍ତି ।

ଏହି ରୋଗରେ ପୀଡ଼ିତ ଥିବା ବ୍ୟକ୍ତି ଖାଦ୍ୟପେୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଉଚିତ। କାରଣ କିଛି ଖାଦ୍ୟ ଏହି ସମସ୍ୟାକୁ ବଢ଼ାଇ ଦେଇଥାଏ। ତେବେ ଚାଲନ୍ତୁ ଜାଣିବା ଏହି କ୍ରମରେ ଥାଇରଏଡ୍‌ ରୋଗୀ କେଉଁ ଜିନିଷ ସେବନ କରିବା ଅନୁଚିତ …

ପ୍ରୋସେଡ୍ ଫୁଡ୍‌: ଥାଇରଏଡ୍‌ ରୋଗୀ ପ୍ରୋସେସ୍ଡ ଫୁଡ୍‌ ସେବନ କରିବା ଅନୁଚିତ। ଏହାଦ୍ୱାରା ଖାଦ୍ୟରେ ଥିବା ସୋଡିୟମ ଅସୁବିଧାରେ ପକାଇଥାଏ।

ଲାଲ ମାଂସ: ଏଥିରେ ସାଚୁରେଟେଡ୍‌ ଫ୍ୟାଟ୍‌ ଏବଂ କୋଲେଷ୍ଟରଲ ଥାଏ। ଏହା ଥାଇରଏଡ ହର୍‌ମୋନକୁ ବୃଦ୍ଧି କରିଥାଏ। ଏଣୁ ରୋଗୀଙ୍କୁ ଲାଲ ମାଂସ ଖାଇବା ଅନୁଚିତ।

ମଦ: ଏହି ସମୟରେ ମଦ ସେବନ କରିବା ଅନୁଚିତ୍‌ । କାରଣ ଥାଇରଏଡ୍‌ ଗ୍ରନ୍ଥି ଏବଂ ଏହାର ସ୍ତର ଉପରେ ଖରାପ ପ୍ରଭାବ ପକାଇଥାଏ। ଏଣୁ ହେଲ୍ଥ ଏକ୍ସପର୍ଟ ରୋଗୀଙ୍କୁ ମଦ୍ୟପାନ ନ କରିବାକୁ ପରାମର୍ଶ ଦେଇଥାନ୍ତି। ଏହାଛଡ଼ା ରୋଗୀଙ୍କୁ କଫି ଏବଂ ଚା’ ଅଧିକ ସେବନ କରିବା ଅନୁଚିତ।

ସୋୟାବିନ: ତେବେ ଥାଇରଏଡ ରୋଗୀଙ୍କୁ ସୋୟାବିନ୍‌ ଖାଇବା ଅନୁଚିତ।

ଫାଇବର ଯୁକ୍ତ ପନିପରିବା: ଥାଇରଏଡ ରୋଗୀ ଫାଇବର ଥିବା ଖାଦ୍ୟ ଖାଇବା ଅନୁଚିତ୍ । କାରଣ ପାଳଙ୍ଗ,କୋବି, ବ୍ରୋକୋଲି ଇତ୍ୟାଦି ସେବନ କରିବା ଅନୁଚିତ।

   Related Posts