Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଆମ୍ବାଗୁଡା-ଓଲବାହାଲି ରାସ୍ତାରୁ ମାଓବାଦୀ ଖଞ୍ଜିଥିବା ଟିଫିନ ବୋମା ଠାବ

4/08/2018 at 8:30 AM

କଳାହାଣ୍ଡି ଜିଲ୍ଲା ନିୟମଗିରି ପାହାଡ ଆମ୍ବାଗୁଡା-ଓଲବାହାଲି ରାସ୍ତାରୁ ଟିଫିନ ବୋମା ସି.ଆର.ପି.ଏଫ କମ୍ବିଂ ସମୟରେ ଠାବ ହୋଇଛି । ସି.ଆର.ପି.ଏଫ ପକ୍ଷରୁ ଟିଫିନ ବୋମାଟିକୁ ନିଷ୍କ୍ରିୟ କରାଯାଇଛି। ବିଜେପୁର ସି.ଆର.ପି.ଏଫ ଡି/୪ ବାଟାଲିୟନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ କୁଲଦିପ ସିଂଙ୍କ ନେତୃତ୍ବରେ ଚାଲିଥିବା କମ୍ବିଂ ଅପରେସନ ସମୟରେ ଡଗ୍ ସ୍କ୍ବାର୍ଡ ଟିଫିନ୍ ବୋମାକୁ ଠାବ କରିଥିଲା । ବୋମାକୁ ଠାବ କରିବା ପରେ ନିଷ୍କ୍ରିୟ କରି ଦିଆଯାଇଛି । ବୋମା ନିଷ୍କ୍ରିୟ ପାଇଁ ଦିର୍ଘ ୪ ଘଣ୍ଟା ରାସ୍ତାକୁ ସିଲ୍ କରିଦିଆଯାଇଥିଲା । ରାସ୍ତାରେ ମାଓବାଦୀ ମାନେ ବୋମା ଖଞ୍ଜିଥିବା ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

   Related Posts