Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

BSF ଜବାନଙ୍କ କମ୍ବିଂ ଅପରେସନ, ଉଦ୍ଧାର ହେଲା ଟିଫିନ୍ ବୋମା

20/10/2020 at 10:04 AM

ଚିତ୍ରକୋଣ୍ଡା ୨୦।୧୦: ସ୍ବାଭିମାନ ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ବିଏସଏଫ ୯ମ ବାଟାଲିଆନ ଜବାନମାନେ ଏହି ମାଓ ସାମଗ୍ରୀ ଜବତ କରିଛନ୍ତି । ଏହି ସାମଗ୍ରୀରେ ଟିଫିନ୍ ବୋମା ରହିଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ସ୍ବାଭିମାନ ଅଞ୍ଚଳ ଗୋରାସେତୁ ଜଙ୍ଗଲରେ ମାଓ କ୍ୟାମ୍ପ୍ ଚାଲିଥିବା ନେଇ ସୂଚନା ପାଇବା ପରେ ବିଏସଏଫ ଜବାନମାନେ ସେଠାରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । କମ୍ବିଂ ଅପରେସନ ବେଳେ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଜବତ ସାମଗ୍ରୀ ମଧ୍ୟରେ ଟିଫିନ୍ ବୋମା ରହିଥିବା ସୂଚନା ମିଳିଛି । ମାଓବାଦୀଙ୍କ କୌଣସି ସନ୍ଧାନ ମିଳିପାରିନାହିଁ । ଜଙ୍ଗଲରେ ବିଏସଏଫ ଜବାନମାନେ କମ୍ବିଂ ଅପରେସନ ଜାରି ରଖିଛନ୍ତି ।

   Related Posts