Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

କୂଳଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ, ମିଳିଲା ବାଘର ପାଦ ଚିହ୍ନ

1/12/2021 at 2:21 PM

ନୀଳଗିରି ୧।୧୨: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୂଳଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ ହୋଇଛି।  ଆଜିକୁ ୪ ଦିନ ଧରି ଏହି ଗଣନା ପ୍ରକ୍ରିୟା ଚାଲୁଥିବା ବେଳେ କୂଳଡିହା ଅଭୟାରଣ୍ୟ ବନ କର୍ମଚାରୀ ଏଥିରେ ନିୟୋଜିତ ଅଛନ୍ତି । କୂଳଡିହା ଅଭୟାରଣ୍ୟରେ ବିଭିନ୍ନ ଅଞ୍ଚଳରେ ପ୍ଲାଷ୍ଟର ପ୍ୟାରିସ ବସାଯାଇଥିବା ବେଳେ ଜଡ଼ାଚୁଆ ବିଟ୍ ଅଧିନ ସରଗଣା ଅଂଚଳରେ ଗତ ୨୮ତାରିଖରେ ବିଶାଳ ପାଦ ଚିହ୍ନ ଦେଖିବାକୁ ମିଳିଛି । ଏହା କଲରାପତରିଆ ବାଘର ପାଦ ଚିହ୍ନ ବୋଲି ଅନୁମାନ କରାଯାଉଛି। ତେବେ ଏହି ବାଘ ଗଣନା ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି।

   Related Posts