Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଆରପାରିରେ ରେଣୁକା, ସ୍ନାୟୁ ଜନିତ ରୋଗରେ ଆକ୍ରାନ୍ତ ହୋଇ ହେଉଥିଲା ଚିକିତ୍ସିତ

21/04/2021 at 7:51 PM

ଭୁବନେଶ୍ୱର, ୨୧/୦୪: ନନ୍ଦନକାନନରେ ଚିକିତ୍ସିତ ହେଉଥିବା ବାଘୁଣୀ ରେଣୁକାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ କିଛିଦିନ ହେବ ଅସୁସ୍ଥ ହୋଇପଡ଼ିଥିବା ବେଳେ ତାର ଚିକିତ୍ସା ଜାରି ରହିଥିଲା ।

ସୂଚନା ମୁତାବକ, ବାଘୁଣୀ ରେଣୁକା କିଛିଦିନ ତଳେ ସ୍ନାୟୁ ଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ଗତ ଦୁଇ ମାସ ଧରି ଡାକ୍ତରମାନେ ରେଣୁକାର ଚିକିତ୍ସା କରିଆସୁଥିଲେ । ହେଲେ ଆଜି ତାର ମୃତ୍ୟୁ ହୋଇଛି । ଆସନ୍ତାକାଲି ରେଣୁକାର ମୃତଦେହ ବ୍ୟବଛେଦ ପାଇଁ ପଠାଯିବା ବୋଲି ଜଣାପଡ଼ିଛି । ଅନ୍ୟପଟେ ନନ୍ଦନକାନନରେ ବାଘ ସଂଖ୍ୟା ୨୭କୁ ଖସି ଆସିଛି ।    

   Related Posts