Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ମାଟିଘାଟିରେ ବୁଲୁଛି ମହାବଳ ବାଘ, ଭିଡିଓ ଭାଇରାଲ…

9/01/2021 at 1:18 PM

କରଞ୍ଜିଆ ୦୯।୦୧: ଶିମିଳିପାଳ ଜାତୀୟ ଅଭୟାରଣ୍ୟରେ ମହାବଳ ବାଘ ଦେଖିଲେ ପର୍ଯ୍ୟଟକ । ଯେଉଁ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି । ଶିମିଳିପାଳ ଭିତରେ ଥିବା ବରେହିପାଣିରୁ ଚହଲାକୁ ଆସିବା ରାସ୍ତାରେ ମାଟିଘାଟି ଠାରେ ଏହି ମହାବଳ ବାଘକୁ ଦେଖିବାକୁ ମିଳିଛି । ଏମିତି ପର୍ଯ୍ୟଟକମାନେ ଶିମିଳିପାଳରେ ବାଘ ଦେଖିବାର ସୁଯୋଗ କେବେ ପାଇନଥାନ୍ତି । ତେଣୁ ଯଦି ପର୍ଯ୍ୟଟକ ମାନଙ୍କୁ ଶିମିଳିପାଳ କୋର ଏରିଆ ଭିତରକୁ ବୁଲିବାକୁ ଅନୁମତି ମିଳନ୍ତା ତେବେ ପର୍ଯ୍ୟଟକମାନେ ଜୀବଜନ୍ତୁ ଦେଖିବାର ମଜା ନେଇପାରନ୍ତେ । ତେବେ ଦେଖନ୍ତୁ ଭିଡିଓ…

   Related Posts