Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବାଘ ଛାଲ ଜବତ, ଜଣେ ଗିରଫ

13/10/2020 at 9:23 AM

ଭୁବନେଶ୍ବର ୧୩।୧୦ : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଧରାପଡିଛନ୍ତି ବାଘ ଛାଲ ବେପାରୀ । ପୁଣି ଏକ ବାଘଛାଲ ଜବତ।।  ସମ୍ବଲପୁର-ସୋନପୁର ସୀମା ଅଞ୍ଚଳରୁ କଲରାପତରିଆ ବାଘ ଛାଲ ଜବତ ହୋଇଛି।

ସେହିପରି ବାଘ ଛାଲ ବେପାର ଅଭିଯୋଗରେ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌। ପୂର୍ବରୁ ମଧ୍ୟ ଏହି ଅଞ୍ଚଳରୁ ବାଘ ଛାଲ ଜବତ କରିଛି ଏସ୍‌ଟିଏଫ୍‌। ଅନେକ ଦିନରୁ ଏ ଅଞ୍ଚଳରେ ବାଘ ଛାଲ କାରବାର ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍।

   Related Posts