Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ସ୍ୱାଧୀନତା ଦିବସ ପାଳନ ପାଇଁ କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡାକଡି

14/08/2018 at 4:37 AM

କନ୍ଧମାଳ ୧୪/୮ : ଆସନ୍ତାକାଲି ଦେଶ ପାଳିବ ୭୨ ତମ ସ୍ୱାଧୀନତା ଦିବସ । କନ୍ଧମାଳ ଜିଲ୍ଲାରେ ସ୍ୱାଧୀନତା ଦିବସକୁ ଧୁମ୍ ଧାମ୍ ରେ ପାଳନ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି । କନ୍ଧମାଳ ଜିଲ୍ଲା ଏକ ମାଓପ୍ରବଣ ଜିଲ୍ଲା ହୋଇଥିବାରୁ ପୋଲିସ ପକ୍ଷରୁ ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଇନଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ସଜାଗ ରହିଛି । ବିଭିନ୍ନ ସ୍ଥାନରେ ଗାଡିମଟର ଚେକିଂ ମଧ୍ୟ କରୁଛି ପୁଲିସ । ଫୁଲବାଣୀ ସହରରେ ସ୍ୱାଧୀନତା ଦିବସ ପାଳନ ପାଇଁ ୩ ପ୍ଲାଟୁନ ପୋଲିସ, ୩ ଜଣ ଡିଏସପି, ୪ ଜଣ ପୋଲିସ ଇନ୍ସପେକ୍ଟର ସମେତ ସବଇନ୍ସପେକ୍ଟର, ଆଇଆରବି ଯବାନଙ୍କୁ ନିୟୋଜିତ କରାଯାଇଛି ।

   Related Posts