Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ଅଯୋଧ୍ୟା ରାୟ ଆସିବା ପରେ କଟକ ସହରରେ ସୁରକ୍ଷା ବ୍ୟବସ୍ଥା କଡାକଡି

9/11/2019 at 4:20 PM

କଟକ ୯।୧୧: ଅଯୋଧ୍ୟା ରାୟ ପ୍ରକାଶ ପାଇବା ପରେ କଟକ ସହରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କଟକ ସହରରେ ପ୍ରାୟ ୧୮ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ୨୪ଟି ଏଡ୍ ପୋଷ୍ଟ କରାଯାଇଛି । ତାସହ ବାଇକ୍ ପାଟ୍ରୋଲିଂ ଓ ପିସିଆର ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯାଇଛି । ଏଥିସହ ରାୟକୁ ନେଇ ସୋସିଆଲ ମିଡିଆରେ ଯଦି କେହି ଆପତ୍ତିଜନକ ପୋଷ୍ଟ କରେ ସନେଇ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଡିସିପି ।

   Related Posts