Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ନନ୍ଦନକାନନରେ ବାଘୁଣୀ ପ୍ରିୟଙ୍କାର ମୃତ୍ୟୁ

12/08/2019 at 11:47 AM

ଭୁବନେଶ୍ବର ୧୨/୮: ନନ୍ଦନକାନନରେ ବାଘୁଣୀ ପ୍ରିୟଙ୍କାର ମୃତ୍ୟୁ ହୋଇଛି। ବୟସାଧିକ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ୨ ବର୍ଷ ହେଲା ବାଘୁଣୀ ପ୍ରିୟଙ୍କା ଚିକିତ୍ସାଧୀନ ଥିଲା। ମୃତ୍ୟୁ ବେଳକୁ ତାକୁ ୨୦ ବର୍ଷ ହୋଇଥିଲା।

୨୦୦୦ ମସିହା ମାର୍ଚ୍ଚ୨୫ରେ ବାଘ ଅଶୋକ ଓ ବାଘୁଣୀ ତନୁଜା ଔରସରୁ ଜନ୍ମ ଗ୍ରହଣ କରିଥିଲା ପ୍ରିୟଙ୍କା। ବର୍ତ୍ତମାନ ନନ୍ଦନକାନନରେ ବାଘ ସଂଖ୍ୟା ୨୬କୁ ହ୍ରାସ ପାଇଛି।

   Related Posts