Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ପୋଲିଓ ଟିକା ନେଇ ଶିଶୁ ମୃତ ! ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

23/10/2020 at 9:08 AM

କୋରାପୁଟ୨୩/୧୦: ପୋଲିଓ ଟିକା ନେବା ପରେ ୪ ମାସ ଶିଶୁର ମୃତ୍ୟୁ ଅଭିଯୋଗ । ଏହାକୁ ନେଇ ବୋରିଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରକାଶ ପାଇଥିଲା ଚାପା ଉତ୍ତେଜନା । ଶିଶୁର ମୃତ୍ୟୁ ପାଇଁ ଟିକା ଦେଇଥିବା ଏଏନଏମଙ୍କୁ ଦାୟୀ କରିଥିଲେ ପରିବାର ଲୋକେ । ପରିବାର ସମେତ ଗ୍ରାମବାସୀ ଡାକ୍ତରଖାନାରେ ପହଞ୍ଚି ହୋହାଲ୍ଲା କରିବା ସହ କ୍ଷତିପୂରଣ ଦାବି କରିଥିଲେ । ତଦନ୍ତ କରାଯାଇ ସପ୍ତାହକ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ ।

   Related Posts