Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଆସନ୍ତାକାଲି ଶପଥ ନେବେ ତିର୍ତ୍ତୋଲ ଏବଂ ବାଲେଶ୍ବର ସଦରର ନବ ନିର୍ବାଚିତ ବିଧାୟକ

17/11/2020 at 11:56 AM

ଭୁବନେଶ୍ବର ୧୭।୧୧: ଆସନ୍ତାକାଲି ଶପଥ ନେବେ ଦୁଇ ନବ ନିର୍ବାଚିତ ବିଧାୟକ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ବର ସଦର ବିଧାୟକ ସ୍ବରୂପ ଦାସ ବିଧାନସଭା ପରିସରରେ ଶପଥ ନେବେ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଦିନ ସାଢେ ୧୦ଟାରୁ ୧୧ଟା ମଧ୍ୟରେ ବିଧାନସଭା ପରିସରରେ ଉଭୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟପଟେ ଦୁଇ ବିଧାୟକଙ୍କ ଶପଥ ଗ୍ରହଣ ପରେ ଦିନ ୧୧ଟାରୁ ସର୍ବଦଳୀୟ ବୈଠକ ଆରମ୍ଭ ହେବ । ଶୀତ ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେ ନେଇ ବୈଠକରେ ଆଲୋଚନା ହେବ।

   Related Posts