Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଟିକେଟ୍ ମିଳିବା ପୂର୍ବରୁ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ତିରୁପତି ପାଣିଗ୍ରାହୀ

21/03/2019 at 3:46 PM

ପାରଳାଖେମୁଣ୍ଡି ୨୧|୩ : ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ନାମାଙ୍କନ ପତ୍ର ଦାଖଲ କଲେ ତିରୁପତି ପାଣିଗ୍ରାହୀ । କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା ହେବା ପୂର୍ବରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ତିରୁପତି । ସମର୍ଥକମାନଙ୍କ ସହ ଆସି ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ  ଅଫିସରଙ୍କ ନିକଟରେ ଦାଖଲ କରିଛନ୍ତି ପ୍ରାର୍ଥୀପତ୍ର ।

ସୂଚନା ଅନୁସାରେ, ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ କଂଗ୍ରେସରୁ ଆଶାୟୀ ଥିଲେ ତିରୁପତି ପାଣିଗ୍ରାହୀ । ମାତ୍ର ତାଙ୍କୁ ଏପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇାହିଁ । ତେବେ ତିରୁପତି ୨ ସେଟ୍ ର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଯଦି ତାଙ୍କୁ କଂଗ୍ରେସ ଦଳରୁ ଟିକେଟ ନମିଳେ ତେବେ ସେ ସ୍ବାଧିନ ଭାବେ ନିର୍ବାଚନ ଲଢିବେ।

   Related Posts