Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ମାଡ଼ି ଆସୁଛି ‘ତିତ୍‌ଲି’, ଗୋପାଳପୁର ଠାରୁ ମାତ୍ର ୧୦୦ କି.ମି ଦୂରରେ ରହିଛି

11/10/2018 at 4:47 AM

ଭୁବନେଶ୍ୱର ୧୧/୧୦: ଭେରି ସିଭିୟର ସାଇକ୍ଳୋନ୍‌ ରୂପରେ ‘ତିତ୍‌ଲି’। ଗୋପାଳପୁରଠାରୁ ଏହା ୧୦୦ କିଲୋମିଟର ଦୂରରେ ରହିଛି  ଘଣ୍ଟାକୁ ୧୩ କିଲୋମିଟର ବେଗରେ ଗତି କରୁଛି । କେନ୍ଦ୍ରସ୍ଥଳରୁ ପରିବ୍ୟାପ୍ତ ରହିବ ୨୫ କିମି ପରିବ୍ୟାପ୍ତରେ କ୍ଷୟକ୍ଷତିର ଆଶଙ୍କା ରହିଛି । ଆଜି ସକାଳ ୫ରୁ ୮ଟା ସୁଦ୍ଧା ଗୋପାଳପୁର ନିକଟରେ ସ୍ଥଳଭାଗ ଛୁଇଁ ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗରୁ ସୂଚନା ଦିଆଯାଇଛି ।

   Related Posts