Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଟିଏମସି ନେତା ମୁକୁଲ ରୟଙ୍କ ପତ୍ନୀଙ୍କ ଦେହାନ୍ତ, ଚେନ୍ନାଇ ହସ୍ପିଟାଲରେ ଚାଲିଥିଲା ଚିକିତ୍ସା

6/07/2021 at 12:01 PM

କୋଲକାତା ୬/୭ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଟିଏମସି ନେତା ମୁକୁଲ ରୟଙ୍କ ପତ୍ନୀ କୃଷ୍ଣା ରୟଙ୍କ ଦେହାନ୍ତ । ଚେନ୍ନାଇର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୂଚନା ଅନୁଯାୟୀ, କୃଷ୍ଣା ରୟ ପୋଷ୍ଟ୍ କୋଭିଡ ସମସ୍ୟା ଦେଇ ଗତି କରୁଥିଲେ । କରୋନାରୁ ସୁସ୍ଥ ହେବା ପରେ ଆସିଥିବା ଜଟିଳତା ସହ ଲଢେଇ କରି ସେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ।

ଆଜି ସକାଳ ୫ଟା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କିଛି ଦିନ ପୂର୍ବରୁ କୃଷ୍ଣ ରୟଙ୍କୁ ଚିକିତ୍ସା ପାଇଁ କୋଲକାତାରୁ ଚେନ୍ନାଇକୁ ସ୍ଥାନାନ୍ତର କରାଯାଇଥିଲା । ଶେଷ ମୁହୂର୍ତ୍ତରେ ତାଙ୍କ ପୁଅ ଶୁଭ୍ରାନ୍ସୁ ରୟ ତାଙ୍କ ସହ ଥିଲେ । ଶେଷ ରୀତିନୀତି ପାଇଁ ସନ୍ଧ୍ୟା ସୁଦ୍ଧା କୃଷ୍ଣ ରୟଙ୍କ ମୃତଦେହ କୋଲକାତା ଅଣାଯିବ ।

   Related Posts