LIVE TV

ମାଣ୍ଡିଆ ଦିବସରେ ରାଜ୍ୟ ସରକାର ଆୟୋଜନ କରିବେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ, ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ

NEWS7
tmc-mp-nusrat-jahan-danced-at-the-durga-puja-mandap-kolkata

ଭୁବନେଶ୍ବର ୧୦: ମାଣ୍ଡିଆ ଦିବସ ଅବସରରେ ରାଜ୍ୟ ସରକାର ଆୟୋଜନ କରିବେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଆସନ୍ତା ୧୦ ଓ ୧୧ ତାରିଖରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ । ଏ ନେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି ।