Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଇଭିଏମ୍ ଓ ଭିଭିପାଟ୍ ସଂପର୍କରେ ଭୋଟରଙ୍କୁ କରାଯିବ ସଚେତନ

3/03/2019 at 5:06 PM

ପୁରୀ ୩|୩ : ଆଗାମୀ ନିର୍ବାଚନରେ ପ୍ରଥମ ଥର ପାଇଁ ବ୍ୟବହାର ହେଉଥିବା ଇଭିଏମ୍ ଓ ଭିଭିପାଟ୍ ସଂପର୍କରେ ଦ୍ବିତୀୟ ପର୍ଯ୍ୟାୟ ସଚେତନ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ବିଶେଷ କରି ଗାଁ ଗହଳିରେ ଭୋଟରମାନଙ୍କୁ ଏହି ନୂତନ ଭୋଟ୍ ଦାନ ପ୍ରକ୍ରିୟା ସଂପର୍କରେ ଅବଗତ କରାଯିବ।

ପୁରୀରେ ପ୍ରଥମ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମରେ ୧୭୭୭ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ଭୋଟରଙ୍କୁ ସଚେତନ କରାଯାଇ ପରୀକ୍ଷାମୂଳକ ଭାବେ ଭୋଟ୍ ଦାନ ଗ୍ରହଣ କରାଯାଇଥିଲା। ଏବେ ପୁରୀ ଜିଲ୍ଲାର ଅନ୍ୟ ସମସ୍ତ ଗ୍ରାମରେ ଏହି ସଚେତନ କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ଜିଲ୍ଲାପାଳ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ସେହିପରି ଜିଲ୍ଲାର ସମସ୍ତ ପୋଲିସ ବାହିନୀଙ୍କୁ ମଧ୍ୟ ଏହି ନୂଆ ଭୋଟ୍ ଦାନ ପ୍ରକ୍ରିୟା ସଂପର୍କରେ ସଚେତନ କରାଯିବ ବୋଲି ଏସପି କହିଛନ୍ତି।

   Related Posts