Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ନକଲି ଜର୍ଦ୍ଦା କାରଖାନା ଠାବ, ଜଣେ ଗିରଫ

23/12/2018 at 3:48 PM

ଜଗତସିଂହପୁର ୨୩|୧୨: ଜଗତସିଂହପୁରରେ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ସଦର ଥାନା ଅନ୍ତର୍ଗତ କେନ୍ଦଳ ଗାଁରୁ ଜର୍ଦ୍ଦା କାରଖାନା ଠାବ କରିଛି ପେ।ଲିସ । ଥାନା ଅଧିକାରୀ ରଜନୀକାନ୍ତ ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ାଉ କରିଥିଲା । ଏଥିରେ ସଂପୃକ୍ତ ପ୍ରମୋଦ ସାହୁ ନାମକ ଜଣେ ବ୍ୟକ୍ତିକୁ ଗିରଫ କରାଯାଇଛି । ବହୁ ପରିମାଣର ନକଲି ଜର୍ଦ୍ଦା, ଜର୍ଦ୍ଦା ମେସିପ ଓ ବିଭିନ୍ନ ଲେବଲର ଜର୍ଦ୍ଦା ଡବା ଜବତ କରିଛି ପେ।ଲିସ । ଏହା ସହ ଏକ କାରକୁ ମଧ୍ୟ ଜବତ କରାଯାଇଛି ।

   Related Posts