Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ବେଆଇନ ଚୋରା ଚାଲାଣ ବେଳେ ଗୁଟ୍‌ଖା ଜବତ

15/06/2019 at 4:45 PM

ରାୟଗଡ଼ା ୧୫|୬: ରାୟଗଡ଼ା ଦେଇ ଯାତାୟତ କରୁଥିବା ରେଳ ଯୋଗେ ପ୍ରତିଦିନ ଲକ୍ଷାଧିକ ଟଙ୍କାର ଗୁଟଖା ରାଜ୍ୟ ବାହାରକୁ ଆମଦାନୀ ରପ୍ତାନୀ କରାଯାଉଥିବା ବେଳେ ଆଜି ରାୟଗଡ଼ା ରେଳ ଷ୍ଟେସନରେ ଧରାପଡିଛି। ଆଜି ରାୟଗଡା ରେଳ ସୁରକ୍ଷା ବଳ (ଆରପିଏଫ) ଦ୍ବାରା ୨୬ ପ୍ୟାକେଟ୍ ଗୁଟଖା ଜବତ ହୋଇଛି। ଆନ୍ଧ୍ରପ୍ରଦେଶରୁ ଝାଡଖଣ୍ଡ ଚାଲାଣ ହେଉଥିବା ବେଳେ ଏହି ଗୁଟଖା ଜବତ  ହୋଇଛି। ଜବତ ହୋଇଥିବା ଗୁଟଖାର ବଜାର ମୂଲ୍ୟ ୫ ଲକ୍ଷ ଟଙ୍କା ବୋଲି ଆକଳନ କରାଯାଇଛି। ବିଶାଖାପାଟନମ-ରାୟଗଡା ପାସେଞ୍ଜର ଟ୍ରେନ୍ ଯୋଗେ ଚାଲାଣ ବେଳେ  ପୋଲିସ ଓହ୍ଲାଇ ରାୟଗଡା ରେଳବାଇ ଷ୍ଟେସନ ପରିସରରେ ଥିବା ଗୋଦାମ ଗୃହରେ ଗଚ୍ଛିତ ରଖିଥିଲା । ତେବେ ଏହି ଘଟଣାରେ କାହାକୁ ଗିରଫ କରାଯାଇନାହିଁ।

   Related Posts