Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଆଜିଠୁ ଶତ ପ୍ରତିଶତ ଦର୍ଶକରେ ଖୋଲିବ ହଲ୍ ଓ ଥିଏଟର୍, ମାନିବାକୁ ହେବ ଏହି ସବୁ ଗାଇଡଲାଇନ୍

1/02/2021 at 10:09 AM

ନୂଆଦିଲ୍ଲୀ,୦୧/୦୨: ସୋମବାରଠୁ ଶତ ପ୍ରତିଶତ କ୍ଷମତାରେ ଖୋଲିବ ସିନେମା ହଲ୍ । କେନ୍ଦ୍ର ସରକାର ନୂଆ ଗାଇଡଲାଇନରେ ଫେବ୍ରୁଆରୀ ୧ରୁ ସିନେମା ହଲ ଏବଂ ଥିଏଟରରେ ଶତପ୍ରତିଶତ ଦର୍ଶକ ପ୍ରବେଶ ଅନୁମତି ଦେଇଥିଲେ ।

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ସିନେମା ହଲ ପରିସରରେ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ସେନ୍ସର ପରିଚାଳିନତ ହ୍ୟାଣ୍ଡ ସାନିଟାଇଜରର ବ୍ୟବସ୍ଥା କରାଯିବ । ହଲର କେତେକ ସ୍ଥାନରେ ସାମାଜିକ ଦୂରତା ରକ୍ଷା ବାଧ୍ୟତାମୂଳକ ହେବ । ବିଶେଷ କରି ୱେଟିଙ୍ଗ ଏରିଆରେ ଲୋକଙ୍କ ମଧ୍ୟରେ ଅତି କମରେ ୬ଫୁଟର ବ୍ୟବଧାନ ରହିବା ଆବଶ୍ୟକ ।

ସେହିପରି, ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ଦିଆଯିବ ଏବଂ ସମସ୍ତ ଦର୍ଶକଙ୍କୁ ନିଜ ଫୋନରେ ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ୍‌ କରିବାକୁ କୁହାଯିବ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଛି ।

   Related Posts