Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଆଉ ଜଣେ ଟିଏମସି ବିଧାୟକଙ୍କ ପରଲୋକ
  • ||
  • ୧୦ ଦିନର ଶିଶୁପୁତ୍ରକୁ ୧୦ ହଜାର ଟଙ୍କାରେ ବିକିଦେଲା ବାପା, ମାଳିସାହି ନିକଟରୁ ଉଦ୍ଧାର କଲା ପୋଲିସ
  • ||
  • ହତ୍ୟା କରି ଗଛରେ ଟାଙ୍ଗିଦେଲେ ! ସନ୍ଧ୍ୟାରେ ସାଙ୍ଗ ହୋଇ ମଦ ପିଇଲା ପରେ ଏମିତି ଘଟିଲା କ’ଣ ?
  • ||
  • ଯୁବକଙ୍କୁ ବୀଭତ୍ସ ହତ୍ୟା : ଖଣ୍ଡା ଓ ଫାର୍ସାରେ ବେକକୁ ହାଣିଦେଲେ ୪ ଦୁର୍ବୃତ୍ତ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ୧୨ ଫୁଟର ଅଜଗର ଉଦ୍ଧାର, କପିଳାସ ଜଙ୍ଗଲରେ ଛାଡିଲା ବନ ବିଭାଗ
  • ||
  • ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ମାଫିଆ ଗିରଫ
  • ||
  • ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ
  • ||

ବାତ୍ୟା ବୁଲ୍ ବୁଲ୍ ଯୋଗୁ ପ୍ରଭାବିତ ଅଞ୍ଚଳର ଆଜି ଆକାଶ ମାର୍ଗରୁ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

11/11/2019 at 7:17 AM

ଭୁବନେଶ୍ୱର ୧୧।୧୧ :  ଆଜି ସାମୁଦ୍ରିକ ବାତ୍ୟା ବୁଲବୁଲ୍ ଦ୍ବାରା ପ୍ରଭାବିତ ଅଞ୍ଚଳର ଆକାଶମାର୍ଗରୁ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିଦର୍ଶନ ପରେ ଲୋକସେବା ଭବନରେ କ୍ଷୟକ୍ଷତି ଏବଂ ଥଇଥାନ ଓ ପୁନଃନିର୍ମାଣ ନେଇ ନିଆଯାଇଥିବା ପଦକ୍ଷେପର ସମୀକ୍ଷା କରିବେ। ଭିଡିଓ କନ୍‌ଫେରେନ୍ସି  ଜରିଆରେ କ୍ଷତିଗ୍ରସ୍ତ ୬ଜିଲ୍ଲା ଜିଲ୍ଲାପାଳଙ୍କ ସହ ଆଲୋଚନା ମଧ୍ୟ କରିବେ ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ସାମୁଦ୍ରିକ ବାତ୍ୟା  ବୁଲବୁଲ  ଉପକୂଳ ଅଞ୍ଚଳର ୬ଟି ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଓ ମୟୁରଭଞ୍ଜରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବାତ୍ୟା ପ୍ରଭାବରେ ଏହି ସବୁ ଜିଲ୍ଲାର ତଳିଆ ଅଞ୍ଚଳର ୮ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଆଜି ପ୍ରଭାବିଚ ଅଞ୍ଚଳର ଆକାଶମାର୍ଗରୁ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts