Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହରିହର ବେଶ

12/11/2018 at 11:59 AM

ପୁରୀ ୧୨/୧୧: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହରିହର ବେଶ। ଅବକାଶ ନୀତି ପରେ ବଡ ଠାକୁର ହରିହର  ଅଧାକଳା ଓ ଅଧା ଧଳା  ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ବଡଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ମହାପ୍ରଭୁ ୩୨ପ୍ରକାର ଅଳଙ୍କାର ପିନ୍ଧିବେ। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଲ ଦଶମୀ ମଧ୍ୟରେ ସୋମବାର ପଡିଲେ ବଡ ଠାକୁରଙ୍କ ବାଡରେ ହରିହର ବେଶ ଅନୁଷ୍ଠିତ ହୋଇଥାଏ।

   Related Posts