Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମେ’ ୦୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

7/05/2021 at 7:00 AM

ମେଷ – ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରନରୁ ଦ୍ୱନ୍ଦ୍ୱରେ ପଡି କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି । କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ନିଜ ସମ୍ପର୍କୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । କର୍ମକ୍ଷେତ୍ରରେ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ହାତକୁ ନେଇôତବା କାମଗୁଡିକ ସୁରୁଖୁରୁରେ ହୋଇ ଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସୀ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଆଜି ଯାତ୍ରା, ବାଣିଜ, ପ୍ରତି ଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ । କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହ-ଯୋଗ ମନୋବୃତ୍ତି ପୋଷଣ କରିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୩ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପବ୍ଲିକେଶନର ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ତୁଳା – ଆଜି କୌଶଳରେ କାମ ହାସଲ କରି ଯେତିକି ଖୁସୀ ହେବେ, ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖୀ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – କାର୍ଯ୍ୟହାସଲ ସକାଶେ ବହୁତ ଝଡଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ । ଭୁଲ୍‌ ବୁଝାମଣା କାରନରୁ ଅନ୍ୟମାନ୮୍‌କ ସହ ସୁସମ୍ପର୍କରେ ବାଧା ଉପୁଜିବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବା ହେତୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଦ୍ନ୍‌ୁ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନଚେତ୍‌ ସମାଲୋଚିତ ହେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମକର – ଦୀର୍ଘ ଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ଦିନଟି ବହୁତ ଭଲ ଏପରି କି ବାଣିଜ୍ୟ, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରୁ ସୁଫଳ ମିଳିବ । ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମୀନ – ଲାଗି ରହିଥିବା ସମସ୍ୟା ସୁଦୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ । ଅପେ୩ା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts