ମେ’ ୧୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 14, 2021 IST

ମେଷ – କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଆଜିର ପ୍ରତ୍ୟୁଷ ଯାତ୍ରା, ବାନିଜ୍ୟ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ । ମାତ୍ର ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଲହ ଲାଗିବାର ଆଶଙ୍କା ଉପୁଜିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମିଥୁନ – କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ବ୍ୟବସାୟରେ ସମସ୍ୟା ବଢି ବଢି ଆକାର ଧାରଣ କରିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଭୁଲ୍‌ ବୁଝାମଣା କାରଣରୁ ସାମୟିକ ପାରିବାରିକ ବିଷୟ ନେଇ ଡିପ୍ରେସନ ସୃଷ୍ଟି ହେବ । ଅଫିସରେ ମିତ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୮ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

ସିଂହ – କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପରିବାର ଓ କର୍ମକ୍ଷେତ୍ରରେ ରହିôତବା ବ୍ୟତିକ୍ରମ ବିଷୟ ବିନ୍ତା କରି ମନ ବିଚଳିତ ରହିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ଚିତ୍ରା ନକ୍ଷତ୍ର ସକାଶେ ପାରିବାରିକ ସହ-ଯୋଗ ଚେଷ୍ଟା କରୁଥିବା କାମ ପାଇଁ ଖୋରାକି ମିଳିଯିବ । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ମନର ବିଭିନ୍ନ ପ୍ରକାରର ଚିନ୍ତାଧାରା ଉଦ୍ରେକ ହେବା କାରଣରୁ ଅସ୍ଥିରତା ସୃଷ୍ଟି ହେବ । ଅର୍ଥନୈତିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ହେତୁକ ମନ ଖୁସୀ ରହିବ । ଶୁଭ ରଙ୍ଗ ଗ୍ରିନ୍‌ । ଶୁଭ ୩ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ମନରେ ବିଭିନ୍ନ ପ୍ରକାରର ଚିନ୍ତାଧାରା ଉଦ୍ରେକ ହେବା କାରଣରୁ ଅସ୍ଥିରତା ସୃଷ୍ଟି ହେବ । ଅର୍ଥ ନୈତିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ହେତୁକ ମନ ଖୁସୀ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ମୂଳା ନକ୍ଷତ୍ରର ଅଧିକାଂଶ ସମୟ ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁଁ ମନୋବଳ ହ୍ରାସ ପାଇବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମଗୁଡିକ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । ବିବାଦୀୟ ଘଟଣାରେ ଦିଗ ବଦଳି ଯାଇପାରେ, ଯାହା କି ଆପଣଙ୍କ ସମସ୍ୟାକୁ କମାଇ ଦେବ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ । ଶତଭିକ୍ଷା ନକ୍ଷତ୍ରର ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଥିଲେ ମଧ୍ୟ ଘରୋଇ ବ୍ୟାପର ନେଇ ମାନସିକ ଅସୁସ୍ଥତା ଲାଗି ରହିବ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମୀନ – ଆଜିର ଯାତ୍ରା, ବ୍ୟବସାୟ, ପ୍ରତିଯୋଗିତା, ବନ୍ଧୁଙ୍କ ସହ ବାର୍ତ୍ତାଳାପ, ପ୍ରଶାସନିକ ଆଲୋଚନା ସମସ୍ୟା ମୁକ୍ତ ରହିବ । ସହକର୍ମୀଙ୍କ ଯୋଗୁଁ କାମଗୁଡିକ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ଞ୍ଜ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.