Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଜୁଲାଇ ୧୬ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

16/07/2021 at 7:06 AM

ମେଷ – କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରୀୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ଞ୍ଜ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିର୍କ ପରିସ୍ଥିତି ଅନୁକୂଳ ରହିବ । କୌଣସି ନୂତନ କାମରେ ବନ୍ଧୁମାନେ ସହ-ଯୋଗର ହାତ ବଢାଇବେ । ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ମିଥୁନ – ଆଜି ଆପଣଙ୍କ ଦିନଟି ଅଶୁଭ । ଅସ୍ଥିରତା ମଧ୍ୟରେ ଦିନ ଗୁଡିକ କଟିବ । କର୍ମକ୍ଷେତ୍ରରେ ବାଧା ଓ ପ୍ରତି ବନ୍ଧକ ଦେଖା ଦେବ । ଆୟ ଉତ୍ତମ ରହିବ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ- ଆପଣଙ୍କର ଆଜି ଦିନଟି ଆକାଶ ଛୁଆଁ ଖର୍ଚ୍ଚ ହେବ । କୌଣସି ବ୍ୟକ୍ତି ଦ୍ୱାରା ପ୍ରତାରିକ ହେବେ । ଚାକିରୀରେ ଅସ୍ଥିରତା ଲାଗି ରହିବ । ବ୍ୟବସାୟ ମାନ୍ଦାରେ ଚାଲିବ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଭଲରେ ଦିନଟି କଟିବ । କର୍ମକ୍ଷେତ୍ରରେ ଲାଭ ପାଇବେ । ପାରିବାରିକ ଜୀବନ ସୁଖୀ ହେବ । ବ୍ୟବସାୟ ଖୁବ୍ ଭଲରେ ଚାଲିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆପଣଙ୍କ ଦିନଟି ମଧ୍ୟମ ଫଳ ଦେବ । କର୍ମକ୍ଷେତ୍ରରେ ବିଳମ୍ବ ଯୋଗ ଅଛି । ଭ୍ରମଣର ଯୋଗ ରହିଛି । ଚାକିରୀରେ ଉଚ୍ଚ ଫଳ ପାଇବେ । ବ୍ୟବସାୟରେ ଅଗ୍ରଗତି ଘଟିବ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଆଜି ଦିନଟି ମଧ୍ୟମ ରହିବ । କର୍ମକ୍ଷେତ୍ରରେ କ୍ଷତି ଓବା ବିରୁଦ୍ଧାଚରିଣ ଦେଖା ଦେବ । ଦେହ ଭଲ ରହିବ ନାହିଁ । ବ୍ୟବସାୟରେ କ୍ଷତି ହେବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଆଜି ଆଦୌ ଭଲ ଦିନ ନୁହେଁ । କର୍ମ ରେ ଅବହେଳା ଦେଖା ଦେବ । ରାଗ କ୍ରୋଧ ବଢିବ । ବ୍ୟବସାୟରେ କ୍ଷତିର ଆଶଙ୍କା ଅଛି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ଦିନଟି ଶୁଭରେ କଟିବ । ବିବାଦୀୟ ଘଟଣାରୁ ଓହରି ଆସିବେ । ଦେହ ଓ ମନ ସୁସ୍ଥ ରହିବ । ପାରିବାରିକ ଜୀବନରେ ପ୍ରୀତିହାନୀ ଘଟିବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ଆଜି ଦିନଟି ଖୁବ୍ ଭଲ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଚାକିରୀରେ ପ୍ରତିଷ୍ଠା ଲାଭ ଯୋଗ ଅଛି । ବ୍ୟବସାୟରୁ ଉତ୍ତମ କାଭ ପାଇବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ – ଆପଣଙ୍କର ଆଜି ଦିନଟି ମଧ୍ୟମ ରହିବ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । ବ୍ୟବସାୟରେ ଲାଭ ହେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ଆପଣଙ୍କ ଦିନଟି ଭଲ ନୁହେଁ । କର୍ମରେ ବିଳମ୍ବ ହେବ । ଆୟ ହ୍ରାସ ପାଇବ,ବିବାଦୀୟ ଘଟଣାରେ ପରାଜୟ ଓ ବନ୍ଧୁହାନୀ ଯୋଗ । ବ୍ୟବସାୟରେ ଫଳ ମଧ୍ୟମ ଅଟେ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts