Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା

3/03/2019 at 9:13 AM

ଭୁବନେଶ୍ବର ୩/୩:  ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା । ଆଜି ବିମାନବନ୍ଦରରେ ପହଞ୍ଚିବା ପରେ ଏୟାରପୋର୍ଟ ଅଥରିଟିଙ୍କ ସହ ଆଲୋଚନା କରିବା ସହ ସମୀକ୍ଷା ବୈଠକରେ ଯୋଗଦେବେ । ପରେ ମେ ଫେୟାରରେ ସାମ୍ବାଦିକ ସମ୍ମିଳନୀରେ ଉତ୍ତର ରଖିବେ ଜୟନ୍ତ ।

ସେହିପରି ରେଳ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନା ମଧ୍ୟ ସଂଧ୍ୟାରେ ଓଡ଼ିଶା ଆସିବେ । ଆଜି ଓଡ଼ିଶାରେ ରାତ୍ରି ଯାପନ କରିବା ସହ ଆସନ୍ତାକାଲି କନ୍ଧମାଳ ଫିରିଙ୍ଗିଆ ଓ ଗଞ୍ଜାମ ଗୋପାଳପୁରରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।

   Related Posts