Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

ଆଜି ଶ୍ରାବଣ ଶେଷ ସୋମବାର : ରାଜ୍ୟର ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ଼

12/08/2019 at 9:49 AM

ଭୁବନେଶ୍ବର ୧୨/୮: ଶ୍ରାବଣ ଶେଷ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳଲାଗି କରୁଛନ୍ତି କାଉଡିଆ । ଗତକାଲି ବିଭିନ୍ନ ଘାଟରେ ଭିଡ଼ ଜମିଥିବା ବେଳେ ଆଜି ମନ୍ଦିରରେ ଲାଗିଛି ଭିଡ଼ । ଆଜି ସରିବ ମାସକର ବ୍ରତ । ଶ୍ରାବଣ ଶେଷ ସେ।ମବାରରେ ଦେବ ଦେବ ମହାଦେବଙ୍କୁ ଜଳ ଅର୍ପଣ କରି ମାନସିକ ପୁରା କରିବେ ଶ୍ରଦ୍ଧାଳୁ । ପାଣି ଉଠାଇ ଶିବାଳୟ ମୁହାଁ ଭକ୍ତ । ବେ।ଲ୍ ବମ୍, ହର ହର ବମ୍ ଧ୍ବନୀରେ କମ୍ପୁଛି ପରିବେଶ ।

ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରିବା ପରେ ପାଣି ଉଠାଉଛନ୍ତି । ଶେଷ ସେ।ମବାରକୁ ନେଇ ଉତ୍ସାହିତ ପିଲାଠୁ ବୁଢା ।ଶ୍ରାବଣ ଶେଷ ସେ।ମବାର ପାଇଁ ଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି । ରାତି ୩ଟାରୁ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ ।

   Related Posts