Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଆଜି ଭାରତୀୟ ଗଣତନ୍ତ୍ରର ମହାପର୍ବର ଅନ୍ତିମ ପର୍ଯ୍ୟାୟ : ଶେଷ ପର୍ଯ୍ୟାୟରେ ୫୯ଟି ସଂସଦୀୟ କ୍ଷେତ୍ରରେ ପଡ଼ିବ ଭୋଟ୍

19/05/2019 at 8:23 AM

ନୂଆଦିଲ୍ଲୀ ୧୯/୫: ୨୦୧୯ ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ । ଆଜି ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟିଂ । ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୫୯ଟି ସିଟ୍ ପାଇଁ ହେବ ମତଦାନ । ଯାହା ମଧ୍ୟରେ ରହିଛି ଉତ୍ତର ପ୍ରଦେଶର ୧୩, ପଞ୍ଜାବର ୧୩, ପଶ୍ଚିମବଙ୍ଗର ୯, ମଧ୍ୟପ୍ରଦେଶର ୮,ବିହାରର ୮, ହିମାଚଳ ପ୍ରଦେଶର ୪, ଝାରଖଣ୍ଡର ୩ ଓ ଚଣ୍ଡିଗଡର ଗୋଟିଏ ଆସନ।

ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏ ଚାଲିବ ମତଦାନ ପ୍ରକ୍ରିୟା । ତେବେ ଶେଷ ପର୍ଯ୍ୟାୟରେ ମୋଟ ୯୧୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ୧୦.୧କୋଟି ଭୋଟର୍ । ଏଥିପାଇଁ ସାରା ଦେଶରେ ୧.୧୨ ଲକ୍ଷ ପୋଲିଂ ବୁଥ୍ ର ବ୍ୟବସ୍ଥା କରାଯାଇଛି ।

   Related Posts