ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଆଜି ମହାମାୟାଙ୍କ ମହାନବମୀ : ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ

7/10/2019 at 12:56 PM

ଭୁବନେଶ୍ବର ୭/୧୦: ଆଜି ମହାମାୟାଙ୍କ ମହାନବମୀ । ଘଣ୍ଟ ଘଣ୍ଟା, ଶଙ୍ଖ ଧ୍ବନୀରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ । ହୋମ ଯଜ୍ଞ, ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ । ଆକର୍ଷଣୀୟ ତୋରଣ ସାଙ୍ଗକୁ ଚିତ୍ତାକର୍ଷଣ ମେଢ଼ରେ ଝଲସୁଛି ପୂଜା ପେଣ୍ଡାଲ । ପୁଜା ମଣ୍ଡପ ଗୁଡିକରେ ଜମୁଛି ନାହିଁନଥିବା ଭିଡ଼ ।

ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ ପୂଜା ଚାଲିଥିବା ବେଳେ ଶକ୍ତି ପୀଠଗୁଡିକରେ ଦଶହରା ପାଳନ ହେଉଛି । ଦଶହରାରେ ମାଆ ଦୁର୍ଗାଙ୍କ ମହିଷା ମର୍ଦ୍ଦିନୀ ବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି।

   Related Posts