Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଜି ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ : ଜାନବିଲି ଜଳ ପ୍ରକଳ୍ପର କରିବେ ଲୋକାର୍ପଣ

3/03/2019 at 9:07 AM

ଭୁବନେଶ୍ବର ୩/୩: ଆଜି ବ୍ରହ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ରେ ଖଲ୍ଲିକୋଟ ଷ୍ଟାଡିୟମରେ ପହଞ୍ଚିବା ପରେ ଜାନବିଲି  ଜଳ ପ୍ରକଳ୍ପର ଲୋକାର୍ପଣ କରିବେ ନବୀନ । ଏହା ଦ୍ବାରା ସହରାଞ୍ଚଳର ୩ ଲକ୍ଷ ୭୦ ହଜାର ଓ ଗ୍ରାମାଞ୍ଚଳର ପ୍ରାୟ ଦେଢ ଲକ୍ଷ ଲୋକେ ଉପକୃତ ହେବେ ।

ଏଥିପାଇଁ ମୋଟ୍ ୪୩୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳ ପାଇଁ ସ୍ମାର୍ଟ ପାର୍କ ତଥା ଆଦର୍ଶ ଶ୍ମଶାନ ନିର୍ମାଣ ତଥା ଉନ୍ନତିକରଣ କାର୍ଯ୍ୟର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। 

   Related Posts