Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଆଜି ଗୁଜରାଟର ସୁରତରେ ଓଡ଼ିଆ ମହୋତ୍ସବ

22/01/2020 at 10:44 AM

ସୁରତ ୨୨/୧: ଆଜି ଗୁଜରାଟର ସୁରତରେ ଓଡ଼ିଆ ମହୋତ୍ସବ । ସ୍ଥାନୀୟ ଓଡ଼ିଆ ସମାଜ ପକ୍ଷରୁ ଗତବର୍ଷ ଠାରୁ ସୁରତରେ ଆୟୋଜିତ ହେଉଛି ଏହି ମହୋତ୍ସବ ।

ଆଜି ସ୍ଥାନୀୟ  ରଜବାଡ଼ି ପାର୍ଟି ପ୍ଲଟରେ ଅପରାହ୍ନ ୩ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ  କାର୍ଯ୍ୟକ୍ରମ । ଯେଉଁଥିରେ ଆସ୍କା ସାଂସଦ ପ୍ରମିଳା ବିଶୋଇ ଏବଂ  ରାଜ୍ୟ ସରକାରଙ୍କ ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ବିଭିନ୍ନ ଓଡ଼ିଆ ସିନେକଳାକାରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯିବ।

   Related Posts