Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଆଉ କିଛି ସମୟ ପରେ ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ : ୧୪ଦିନ ମଧ୍ୟରେ ତୃତୀୟ ଥର, ଆଜି କହିବେ କଣ…

3/04/2020 at 7:29 AM

ନୂଆଦିଲ୍ଲୀ ୦୩।୦୪: ସମଗ୍ର ଦେଶରେ ମହାମାରୀ କରୋନା ପାଇଁ ଲକଡାଉନ ପରିସ୍ଥିତି ଜାରି ରହିଛି । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରା ସ୍ଥିତି ଉପରେ ନଜର ରଖିଛନ୍ତି । ଆଜି ସକାଳ ୯ଟାରେ ଦେଶବାସୀଙ୍କ ସହ ଏକ ଭିଡିଓ ବାର୍ତ୍ତା ସେୟାର କରିବେ । ଏ ନେଇ ଗତକାଲି ଟ୍ୱିଟ କରି ମୋଦି ଜଣାଇଥିଲେ ।  ଏହି ଭିଡିଓ ବାର୍ତ୍ତା ମାଧ୍ୟମରେ ୨୧ ଦିନିଆ ଲକଡାଉନକୁ ଲୋକମାନେ ଯେପରି ମାନିଛନ୍ତି ଏବଂ ଆଗକୁ ମଧ୍ୟ ଅନୁସରଣ କରନ୍ତୁ ଏ ସମ୍ପର୍କରେ କହିବେ ବୋଲି ଆଶା କରାଯାଉଛି | ଏହାସହ ଲକ ଡାଉନ ପରିସ୍ଥିତି ପାଇଁ ଦୈନନ୍ଦୀନ ଜୀବନରେ ସମସ୍ୟାର ସମ୍ମୁଖୀନ ହେଉଥିବା ଲୋକମାନଙ୍କ ବିଷୟରେ ମଧ୍ୟ ସୂଚନା ଦେଇପାରନ୍ତି ।

ତେବେ ଏହି ଭିଡିଓ ବାର୍ତ୍ତାରେ ଲକଡାଉନ ବୃଦ୍ଧି କରାଯିବାର କୌଣସି ବି ଘୋଷଣା କରାଯିବ ନାହିଁ ବୋଲି ଜଣାପଡିଛି । ଲକଡାଉନକୁ ଆଉ ବୃଦ୍ଧି କରିବା ନେଇ ସରକାରଙ୍କର କୌଣସି ଉଦ୍ଦେଶ୍ୟ ନଥିବା ସୂଚନା ମିଳିଛି । ଏହା ପୂର୍ବରୁ ଗତକାଲି ପ୍ରଧାନମନ୍ତ୍ରୀ ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେସିଂ ଜରିଆରେ ଆଲୋଚନା କରିଥିଲେ । ଏହି ସମୟରେ ଖାଦ୍ୟ ଓ ପାନୀୟର ଯେପରି ଲୋକମାନଙ୍କ ପାଖରେ ଠିକ ଭାବରେ ପହଁଞ୍ଚି ପାରିବ ତାହା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

   Related Posts