ଶୁକ୍ରବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 15, 2021 IST

ମେଷ – ଶୁକ୍ରବାର କର୍ମକ୍ଷେତ୍ରରେ କର୍ମାଧିପ ଶତ୍ରୁ ନକ୍ଷତ୍ରରେ ଥିବାରୁ ସୁବିଧାରେ କାମ ସମ୍ପନ୍ନ ହେବ ନାହିଁ । ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।

ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ – ଶୁକ୍ର ଶୁଷ୍କରାଶିରେ ପାପଯୁକ୍ତ କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । କଳା,ସାହିତ୍ୟ, ସାମ୍ବାଦିକତା, କ୍ରୀଡା, ଚଳଚ୍ଚିତ୍ରରେ ସମସ୍ୟା  ସମାଧାନ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମିଥୁନ – ରାଶ୍ୟାଧିପ ରବିଙ୍କ ସହ ରବି ନକ୍ଷତ୍ରସ୍ଥ ଯୋଗୁଁ ଯୋଜନାରମ୍ଭ ପାଇଁ ମନ ବଳାଇବେ । ଆଜି ବନ୍ଧୁମାନଙ୍କ ସହ ଜିନକୁ ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍କଟ – ରବିଙ୍କ ଗୃହରେ ଚନ୍ଦ୍ର ହେତୁ ନୂଆ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଯାତ୍ରା ସମୟରେ ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ଆୟର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ – ଚନ୍ଦ୍ର ଷଷ୍ଠସ୍ଥ ଶନିଙ୍କ ଷଡାଷ୍ଟକସ୍ଥିତିରେ ରହିଥିବାରୁ ଦୂରଯାତ୍ରାରେ ପ୍ରତିବନ୍ଧକ ରହିବ ନାହିଁ । ବନ୍ଧୁମାନଙ୍କ ନିମନ୍ତ୍ରଣକ୍ରମେ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କନ୍ୟା – ଦ୍ୱାଦସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ଯାହା ପାଇବାକୁ ଆଶା ବାନ୍ଧି ବସିଛନ୍ତି ତାହା ହୁଏତ ମିଳି ନ ପାରେ । ବ୍ୟବସାୟରେ ଲାଭ ମକ୍ଟମକ୍ଟବ, ମାତ୍ର ଅନ୍ୟ ବାଟରେ ବ୍ୟୟ ସୂଚନା ରହିଛି ।  ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ମଙ୍ଗଳ ପ୍ରଭାବରେ ରାଶି ଅର୍ଥ ଲାଭ ପାଇଁ କ୍ଷେତ୍ର ପ୍ରସ୍ତୁତ କରିପାରନ୍ତି । ଆଜି ବ୍ୟବସାୟରେ ଝଗଡା, ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ସହ ମତ ପାର୍ଥକ୍ୟ ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ବିଛା – କର୍ମସ୍ଥ ଚନ୍ଦ୍ର ପାପଯୁକ୍ତ ଶୁକ୍ର ନକ୍ଷତ୍ରସ୍ଥ ଯୋଗୁଁ ଆନୁଷ୍ଠାନିକ କାମରେ ଅବହେଳା, ଘରୋଇ କଥାରେ ଝଗଡା, କାମରେ ପ୍ରତିବନ୍ଧକ କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ରବି ଓ ବୁଧଙ୍କ ସ୍ଥିତି କର୍ମାରମ୍ଭ, ସାକ୍ଷାତ୍‌କାର, ସରକାରି କାର୍ଯ୍ୟ ସକାଶେ ଅନୁକୂଳତା ପ୍ରଦାନ କରିବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ବିବ୍ରତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ରାଶିରେ ବୃହସ୍ପତିଙ୍କ ଯୋଗୁଁ ପ୍ରତୀକ୍ଷିତ ଖବରଟି ପଡୋଶୀଙ୍କ ଠାରୁ ପାଇ ଖୁସି ହେବେ । ପରିବାରରେ କାହା ସହ କାହାର ନ ପଡିବାରୁ ମାନସିକ ଅସାନ୍ତି ଦେଖା ଦେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ  – କର୍ମକ୍ଷେତ୍ରରେ ଗୁଜବ ମାନସିକ ସ୍ଥିରତାକୁ ବିକ୍ଷିପ୍ତ କରିପାରେ । କୌଣସି ବିବାଦୀୟ ପରିସ୍ଥିତିରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ । ପୂର୍ବବିବାଦକୁ ମନେପକାଇ ମିତ୍ର ବନ୍ଧୁମାନେ ଅସହଯୋଗ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.