ଅଗଷ୍ଟ ୧୪ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 14, 2020 IST

ମେଷ – ମନସ୍କାମନା ପୂର୍ଣ୍ଣହେବ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ବୃଷ – ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବ୍ୟବସାୟ ଲାଭଜନକ ହେବ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ମିଥୁନ – ଉଦ୍ୟମରେ ସଫଳତା ପାଇବା କଷ୍ଟସାଧ୍ୟ ହୋଇପାରେ । ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଖୁବ୍ ସତର୍କତାର ସହଚଳିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

କର୍କଟ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଭାଗ୍ୟଶାଳୀହୋଇପାରନ୍ତି । ଦିନଟ ିଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ସିଂହ – ସାଧନା ଫଳବତୀ ହେବ । ପରିବାରର ଦୁଃଖ-ସୁଖରେ ଭାଗୀ ହେବେ । ମନ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

କନ୍ୟା – ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ତୁଳା – ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଥଣ୍ଡାକଫରେ ଆକ୍ରାନ୍ତ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ ସମୟ କଟାଇବାକ ୁଇଚ୍ଛା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ବିଛା – ନିଜ ଇଚ୍ଛା ଅନୁସାରେ ଫଳପ୍ରାପ୍ତ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଧନୁ – ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ, ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

ମକର – ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିରହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

କୁମ୍ଭ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବା ଆଶା କରାଯାଏ । ବ୍ୟକ୍ତି ବିଶେଷ ଭାବେ ପରିଗଣିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ମୀନ – ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକସ୍ୱଭାବର ହେବେ । କଥାରେ ପରକୁ ଆପଣାର କରିପାରିବେ । ଶୁଭ ରଙ୍ଗ ନୀଳ । ଶୁୃଭ ଅଙ୍କ ୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.