Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୯ ବର୍ଷ ପରେ ସେମି ଫାଇନାଲରେ ଭାରତୀୟ ହକି ଦଳ, ବ୍ରିଟେନକୁ ୩-୧ରେ ଦେଲା ମାତ୍
  • ||
  • ରାଜଧାନୀ ଭୁବନେଶ୍ବରରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୦,୧୮୧ ; ଦିନକରେ ୩୧୮ ସଂକ୍ରମିତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଦେଶର ମାନ ବଢାଇଲେ ପିଭି ସିନ୍ଧୁ, ଟୋକିଓ ଅଲିମ୍ପିକ୍ସରେ ଜିତିଲେ ବ୍ରୋଞ୍ଜ ମେଡାଲ
  • ||
  • ଅଗଷ୍ଟ ୫ରୁ ଖୋଲିବ ଭିତରକନିକା ଅଭୟାରଣ୍ୟ : କେବଳ ଦିନରେ ବୁଲି ପାରିବେ ପର୍ଯ୍ୟଟକ, ରାତ୍ରୀଯାପନ ମନା
  • ||
  • ଚାଇନାର ନୂଆ ଚାଲ୍, ୨୦୨୭ ସୁଦ୍ଧା ତିଆରି କରିବ ଅତ୍ୟାଧୁନିକ ସେନା, ୟୁଏସକୁ ଦେବ ଟକ୍କର
  • ||
  • ହାରିବା ପରେ ନିୟନ୍ତ୍ରଣ ହରାଇଲେ ଜୋକୋଭିକ୍, ରାକେଟକୁ ବାଡେଇ ଭାଙ୍ଗିଦେଲେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୪୩୭ କରୋନା ପଜିଟିଭ୍
  • ||

ଜୁଲାଇ ୨୪ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

24/07/2020 at 6:42 AM

ମେଷ – ଶୁକ୍ରଙ୍କ ଧନ ଭାବାବରୋହଣରୁ ଆର୍ଥିକ ଅଭାବ, ଅନଟନ ନ ଥିଲେ ମଧ୍ୟ କାମ ଗୁଡିକ ସୁବିଧାରେ ହେବ ନାହିଁ । ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମିମାନଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଶୁଭ ଫଳ ପାଇ ପାରନ୍ତି ।
ରୋଗରୁ ମୁକ୍ତ ହୋଇପାରନ୍ତି ।
ବ୍ୟାୟାମ୍ କରନ୍ତୁ ।
କାର୍ଯ୍ୟ କରି ପ୍ରଶଂସିତ ହେବେ ।
ନୂଆ ବ୍ୟବସାୟ ଲାଭ ହେବ ।
ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – କଥା ଦେଇଥିବା ବନ୍ଧୁ ପ୍ରତିଶ୍ରୁତି ରକ୍ଷା କରି ଆବଶ୍ୟକତା ସାହାର୍ଯ୍ୟ, ସହ-ଯୋଗ ଅବଶ୍ୟ ପ୍ରଦାନ କରିବେ । ଭୁଲ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ପ୍ରମୋସନ୍ ମିଳିବ ।
ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ ସହ-ଯୋଗର ଦୃଢ ପ୍ରତିଶ୍ରୁତି ଦେବେ । ପାରିବାରିକ , ପ୍ରଶାସନ , ଯାନବାହନ , ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କାର୍ଯ୍ୟ ବ୍ୟସ୍ତ ରହିବେ ।
ନୂଆ ବ୍ୟବସାୟ କ୍ଷତି ହେବ ।
ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଆଜି କିଛି ଦିନ ସତର୍କ ରୁହନ୍ତୁ ।

ର୍କକଟ – ପଡୋଶୀଙ୍କ ମଧୁରବଚନ ଓ ସରଳ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହ-ଯୋଗରୁ ସମସ୍ୟା ସମାଧାନ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ପାଠପଢାରେ ମନ ଦେବେ ।
ଜଳଯାତ୍ରା ମନା ।
ସଦ୍‌ବ୍ୟବହାର କରନ୍ତୁ ।
ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ଉତ୍ତରାଫାଲଗୁନୀର ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ବିଭିନ୍ନ ପ୍ରକାର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଜଳ ସଞ୍ଚୟ କରନ୍ତୁ ।
ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
କ୍ରୀଡାରେ ମନ ଦେବେ ।
ପ୍ରଶଂସିତ ହେବେ ।
ଅର୍ଥ ହାନୀ ହେବ ।
ସୁଖଭାରା ଦିନଟି ।

କନ୍ୟା – ଅଷ୍ଟାଧିପତି ଦୃଷ୍ଟିରେ ରାଶିଥିବାରୁ ବାରମ୍ବାର ଅସଫଳତା ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ । ପାଖ ପଡୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ଶାନ୍ତି ଫେରିଆସିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ମିତ୍ର ସୁଖ ପାଇବେ ।
ଭ୍ରମଣ ଯୋଗ କ୍ଷତି କାରକ ହେବ ।
କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ପ୍ରତିଯୋଗିତାରେ ବିଜୟୀ ହେବେ ।
ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଶ୍ରମ ସାର୍ଥକ ହେବ ।

ତୁଳା – ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ ଆଜିର କାମଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ । ବିଶାଖା ନକ୍ଷତ୍ର ମାନସିକ ଅସ୍ଥିରତା ହେତୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ପାଠପଢା ପ୍ରତି ସଜାଗ ରହିବେ ।
ସ୍ୱକାର୍ଯ୍ୟ କରିବେ ।
ସ୍ୱାଭିମାନୀ ହେବେ ।
ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଗୁରୁକ୍ଷେତ୍ରସ୍ଥ ଯୋଗୁ ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । ପାରିବାରିକ ସ୍ତରରେ ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ଅସୁସ୍ଥ ଅନୁଭବ କରିବେ ।
ବିଦ୍ୟା ଆରୋହଣ କରିବେ ।
ସମ୍ମାନିତ ହେବେ ।
ଅର୍ଥ ଲାଭ ହେବ ।
ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡୋଶୀମାନେ ସହ-ଯୋଗର ହାତ ବଢାଇବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ସୁସ୍ଥ ଅନୁଭବ କରିବେ ।
ବିଜ୍ଞ ହେବେ ।
କାର୍ଯ୍ୟ ବ୍ୟସ୍ତ ରହିବେ ।
ସଫଳତା ମିଳିବ ।
ସୁଖ ଅନୁଭବ କରିବେ ।

ମକର – ବିବାଦୀୟ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ସଫଳତା ପାଇବାର ଆଶା ରହିଛି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଅସାଧ୍ୟ ରୋଗରେ ପୀଡିତ ହେବେ ।
ବିଦ୍ୱାନ୍ ହେବେ ।
କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ନୂଆ ବ୍ୟବସାୟ କ୍ଷତି ହେବ ।
ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ସମସ୍ୟା ଲାଗି ରହିଥିଲେ ମଧ୍ୟ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ । ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
କୃଷି କର୍ମକାରୀ ହେବେ ।
ବ୍ୟାୟାମ୍ କରିବା ଉଚିତ୍ ।
ଜ୍ଞାନ-ଗରିମା ବୃଦ୍ଧି ହେବ ।
ପ୍ରଶଂସିତ ହେବେ ।
ନୂଆ ବ୍ୟବସାୟ ଲାଭ ହେବ ।
ଘର କାମରେ ବ୍ୟସ୍ତ ରହିବେ ।

ମୀନ – ଯେକୌଣସି ପରିସ୍ଥିତି ହେଉନା କାହିଁକି, ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
କ୍ରୀଡାରେ ମନ ଦେବେ ।
କାର୍ଯ୍ୟରେ ସଫଳ ହେବେ ।
ଅର୍ଥ ଲାଭ ହେବ ।
ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

   Related Posts