ଜୁଲାଇ ୦୯ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 09, 2021 IST

ମେଷ – ପରିସ୍ଥିତିକୁ ଆୟତ୍ତାଧୀନ କରିପାରନ୍ତି । ଦୁଶ୍ଚିନ୍ତା ଦୂର ହେବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାସ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – ଅନ୍ୟକୁ ସାହାର୍ଯ୍ୟ କରି ଅପଦସ୍ତ ହୋଇପାରନ୍ତି । କଳହଠାରୁ ଦୂରେଇ ରହିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । କୃଷି ଉପରେ ଧ୍ୟାନ ଦେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଲୋକ ସଂପର୍କ ବୃଦ୍ଧି ହୋଇପାରେ । ଦୃଢ ମନୋବଳ ନେଇ କାର୍ଯ୍ୟରେ ଆଗେଇବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ,ମଧୁରଭାଷୀ, ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଏକ ପତ୍ନୀ ବ୍ରତ ଆଚରଣ କରିବେ । ମିତ୍ର ସୁଖ ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଅଦାଲତି ମାମଲାରେ ବିଜୟୀ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ନୂଆବନ୍ଧୁ ଜୁଟିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କନ୍ୟା – ଭ୍ରାତୃ ଜଞ୍ଜାଳରେ ବ୍ୟସ୍ତ ରହିପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫ ଜନିତ ପୀଡା ଭୋଗ କରିପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ଆୟ ଆଶାନୁରୂପ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – କର୍ମ ସଂସ୍ଥାନରେ ଯୋଗ ଦେଇ ଖୁସି ହୋଇପାରନ୍ତି । ଆତ୍ମସନ୍ତୋଷ ଲାଭ କରିବେ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସତ୍ କାର୍ଯ୍ୟରେ ବ୍ୟୟ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସାହସୀ ଓ ବିଦ୍ୱାନ୍ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ଭାଇ-ଭାଇମାନଙ୍କ ମଧ୍ୟରେ ମନୋମାଳିନ୍ୟ ଘଟିପାରେ । ସୁଖ ମିଳିବ କିନ୍ତୁ କଷ୍ଟ ଭୋଗୀ ପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – କର୍ମକ୍ଷେତ୍ରରେ ସର୍ବଦା ପ୍ରସନ୍ନ ରହିବେ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଅଧିକ ଦାୟିତ୍ୱ ବହନ କରିବେ । ନିରବ ଭାବ ପ୍ରଦର୍ଶନ କରିପାରନ୍ତି । ଭାଇମାନଙ୍କ ମଧ୍ୟରେ ଶ୍ରଦ୍ଧାଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃ ପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.