Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ଅଗଷ୍ଟ ୦୫ ତାରିଖ, ଗୁୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

5/08/2021 at 7:00 AM

ମେଷ–ଲକ୍ଷ୍ୟ ହାସଲରେ ସକ୍ଷମ ଓ ନାନାବିଧି ସମ୍ମାନର ଅଧିକାରୀ ହେବେ ।ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଯାନବାହନ ସୁଖ ମିଳିପାରେ । ପ୍ରସନ୍ନତା ଲାଭ କରିବେ ।ଶୁଭରଙ୍ଗ ନୀଳ ।ଶୁଭଅଙ୍କ ୪ ।

ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗାକରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହ ଯୋଗମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ–ପରିଶ୍ରମର ମୂଲ୍ୟାଙ୍କନ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ ।ବ୍ୟବସାୟ ଲାଭ ଜନକ ହୋଇପାରେ । ସରକାରୀ ଅର୍ଥ ମିଳିପାରେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୮ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ-ଧାର୍ମିକ ହେବେ ।

ମିଥୁନ -ସେବା ମନୋଭାବାପନ୍ନ ଓ ଧନବାନ୍‌ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପ୍ରତିଯୋଗିତାର ଫଳ ଆପଣଙ୍କ ସପକ୍ଷରେ ଯିବ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୨ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି- ଅର୍ଥ ହାନୀହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ–ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ମନ ଦୁର୍ବଳ ରହିବ । ଅନଟନର ସମ୍ମୁଖୀନ ହୋଇପାରନ୍ତି ।ଚୌର ଭୟ ରହିଛି ।ସରକାରଙ୍କ କୋପ ଦୃଷ୍ଟିର ସମ୍ମୁଖୀନ ହୋଇପାରନ୍ତି । ଯୁଗ୍ମବ୍ୟବସାୟରୁ କିଛି ଲାଭ ମିଳିବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୫ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

ସିଂହ –ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ପାରିବାରିକ ସ୍ନେହ, ପ୍ରୀତି ଅକ୍ଷୁଣ୍ଣ ରହିବ । ଅଧସ୍ତନ ବ୍ୟକ୍ତିଙ୍କ ଉପରେ ପ୍ରଗାଢ ବିଶ୍ୱାସ ରହିବ ।ସ୍ୱର୍ଣ୍ଣାଦି ଲାଭହେବ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୭ ।
ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
ବ୍ୟବସାୟୀ- ମଧୁର ଭାଷୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ନିଜ କର୍ମ ଉପରେ ସାନ୍ନିଧ୍ୟ ପାଇ ଖୁସି ହେବେ ।କର୍ମ ତତ୍ପରତା ପ୍ରକାଶ ପାଇବ । ପ୍ରତିଷ୍ଠା ବୃଦ୍ଧି ହେବାର ସୂଚନା ମିଳୁଛି ।ସୁଖ ଶାନ୍ତିରେ ସମୟ ଅତିବାହିତ ଏବଂ କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତରହିବେ ।

ତୁଳା–କନ୍ୟା, ପୁତ୍ର, ପୌତ୍ର, ପୌତ୍ରାଦି ଲାଭ କରିପାରନ୍ତି । ଶତ୍ରୁନାଶକରି ଧନଭୋଗ କରିବାର ସୂଚନା ମିଳୁଛି । ଐଶ୍ୱର୍ଯ୍ୟ ଯୁକ୍ତ ହେବେ ।ମନରେ ଉଦ୍‌ବେଗ ଜାତ ହେବ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୧ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା– ସମ୍ମାନିତ ଓ ଶତ୍ରୁ ଦମନ କରି ବିଜୟୀ ହେବେ ।ଶତ୍ରୁ ଉପରେ କଡା ନଜର ରଖିବାକୁ ପଡିବ ।ଶୁଭଖବର ପାଇ ଖୁସିସହ ଆଶା ଫଳବତୀ ହେବ । ଧନ ଲାଭର ସୂଚନା ମିଳୁଛି ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୯ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ଧନୁ –କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ ।କୁଶଳ ସମାଚାର ପାଇ ଆନନ୍ଦିତ ଓ ସକଳଗୁଣର ଆଧାର ହୋଇପାରନ୍ତି । ଯଶସ୍ୱୀ ଏବଂ ବିବାଦୀୟ ଘଟଣାରେ ବିଜୟୀ ହେବେ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସଫଳତା ହାତଛଡା ହୋଇଯିବ ।
ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

ମକର–ଯୋଗାଯୋଗ ଫଳଦାୟକ ହେବ । ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ ।ତ୍ୟାଗଶୀଳ ହେବେ । ନୀତିନିଷ୍ଠ ହୋଇପାରନ୍ତି ।ବିବିଧ ଧନର ଅଧିକାରୀହେବେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୩ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍‌ ମିଳିବ ।
ବ୍ୟବସାୟୀ- ଚୌରଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ -ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଆୟର ମାର୍ଗ ଉନ୍ମୁକ୍ତ ରହିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।ବିଭିନ୍ନ ସ୍ତରରୁ ସହଯୋଗ ମିଳିବ ।ସର୍ବତ୍ରଶୁଭ ଆଶା କରାଯାଏ । ଧନବାନ୍‌, ଗୁଣଯୁକ୍ତ ଓ ଉପାର୍ଜନକାରୀ ହେବେ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୧ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ – ବ୍ୟୟ ବୃଦ୍ଧିର ସୂଚନା ମିଳୁଛି ।ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ ।ଶାନ୍ତ, ନିପୁଣ ଓ ମେଧାବୀ ହେବେ ।ଜିତେନ୍ଦ୍ରିୟ ହୋଇପାରନ୍ତି ।ବିଦ୍ୱାନ ଓ ଦୟାଳୁ ସ୍ୱଭାବର ହେବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

   Related Posts