ଅପ୍ରେଲ ୨୩ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 23, 2021 IST

ମେଷ-ନୂତନ ବନ୍ଧୁତା ସୃଷ୍ଟି କରିପାରନ୍ତି । କାର୍ଯ୍ୟରେ ବାଧା ବିଘ୍ନ ଉପୁଜିପାରେ । ଶୁଣା କଥାକୁ ବିଶ୍ୱାସ ନ କରି ନିଜେ ଦୂରଦୃଷ୍ଟିରେ ବାଟ ଚାଲିବା ଭଲ ହେବ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ-ମୂଲ୍ୟବାନ ଦ୍ରବ୍ୟଲାଭ ହେବ । ଦୁଶ୍ଚିନ୍ତାରୁ ମୁକ୍ତହେବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଉନ୍ନତ ପଥରେବ ଢିଚାଲିବେ ।
• ଗୃହିଣୀ-ନୂଆବସ୍ତ୍ରଲାଭହେବ ।
• ବ୍ୟବସାୟୀ-ସୁଯୋଗକୁହାତଛଡାକରନ୍ତୁ ନାହିଁ ।
• କର୍ମଜୀବି- କର୍ମଚଞ୍ଚଳରହିବେ ।
• ଛାତ୍ରଛାତ୍ରୀ- କୀର୍ତ୍ତିସ୍ତମ୍ବସ୍ଥାପନ କରିବେ ।
• ରୋଗୀ- ସାମାନ୍ୟସୁସ୍ଥ ଅନୁଭବକରିବେ ।
• ଚାଷୀ- ଶ୍ରମସାର୍ଥକହେବ ।

ମିଥୁନ- ନୂତନ ଜାଗାକ୍ରୟ କରିବାର ସୁଯୋଗ ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହେବା
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ- ନିତ୍ୟକର୍ମରେ ବ୍ୟାଘାତ ସୃଷ୍ଟି ହୋଇପାରେ । ପରର ଉପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହୋଇପାରେ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତହେବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ-ଦୁର୍ଘଟଣାରୁ ରକ୍ଷା ପାଇଯିବେ । ଶାରୀରିକ ପୀଡା ଅନୁଭବ କରିପାରନ୍ତି । ଅତ୍ୟଧିକ ପରିଶ୍ରମ ହେତୁ କ୍ଲାନ୍ତ ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ରଭୋଗ ହେତୁ ସତର୍କରେ ଚଳିବେ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା- ସହକର୍ମୀଙ୍କ ସହ ସହମତିରେ କାର୍ଯ୍ୟ କରିବେ । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତହେବ । ମନରେ ଉତ୍ସାହ ଉଦ୍ଦିପନା ଜାତହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା- କାର୍ଯ୍ୟରେ ସଫଳତା ଲାଭ କରିବେ । ଅର୍ଥ ଲାଭର ଅପୂର୍ବ ସୁଯୋଗ ସୃଷ୍ଟି ହୋଇଛି । କାର୍ଯ୍ୟହାସଲ କରିବାରେ ସିଦ୍ଧିହସ୍ତ ହେବୋ
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ-ଧାର୍ମିକ ହେବେ ।

ବିଛା-ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆଶା କରୁଥିବା ସୁବିଧା-ସୁଯୋଗ ହାସଲ କରିପାରିବେ । ବିଭିନ୍ନ ଦିଗରୁ ଅର୍ଥାଗମ ହେବ । କର୍ମକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତହେବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ- ଶତ୍ରୁତା ଉପରେ ତୀକ୍ଷ୍ଣ ଦୃଷ୍ଟିରଖିବାକୁ ପଡିବ । ସର୍ତକତାର ସହ କାର୍ଯ୍ୟ କରିବାକୁ ପଡିବ । କର୍ମତତ୍ପରତା ପ୍ରକାଶ ପାଇବ । ମନରେ ଥିବାସମସ୍ତଶଙ୍କା ଦୂରହେବ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର-କାର୍ଯ୍ୟ ହାସଲ କରିବାରେ ସକ୍ଷମ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଆୟବୃଦ୍ଧିର ସୁଯୋଗ ଜୁଟୁଛି । କର୍ମକ୍ଷେତ୍ର ବହୁ ଶୁଭଫଳ ମିଳିବ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ନୂଆ ଜବ୍‌ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

କୁମ୍ଭ- ଧୀରେ ସୁସ୍ଥେ କାର୍ଯ୍ୟ କରିବାକୁ ପସନ୍ଦ କରିବେ । ସୌଭାଗ୍ୟ ବୃଦ୍ଧି ସୂଚନା ମିଳୁଛି । ଗୁରୁଜନ ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରୁ ଆଦର ସମ୍ମାନ ମିଳିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମୀନ- ସୁଖ-ଶାନ୍ତିରେ ଦିନଟି ଅତିବାହିତ ହେବ । ଆୟ ଆଶାନୁରୂପ ହେବ । ସରକାରୀ ଅଥବା ବନ୍ଧୁ ସହାୟତା ମିଳିବ । ଚିନ୍ତାଧାରା ଉନ୍ନତ ମାନର ହେବ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.