Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଆଜି ପବିତ୍ର ମାଘ ଶୁକ୍ଳ ଶ୍ରୀପଞ୍ଚମୀ : ବିଦ୍ୟାଦାୟିନୀ ସରସ୍ବତୀଙ୍କ ପୂଜାର୍ଚ୍ଚନା ପାଇଁ ସ୍କୁଲ, କଲେଜ, କୋଚିଂ ସେଣ୍ଟରରେ ଛାତ୍ରଛାତ୍ରୀଙ୍କ ଭିଡ

30/01/2020 at 9:59 AM

ଭୁବନେଶ୍ବର ୩୦/୧: ପବିତ୍ର ମାଘ ଶୁକ୍ଳ ଶ୍ରୀପଞ୍ଚମୀ । ଆଜି ମା ବିଦ୍ୟାଦାୟିନୀ ସରସ୍ବତୀଙ୍କ ପୂଜା । ମାଙ୍କୁ ପ୍ରଜ୍ଞା,ମେଧା, ବୁଦ୍ଧି,ସାହିତ୍ୟ,ସଙ୍ଗୀତ,କଳା ଓ ପ୍ରଯୁକ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବୋଲି ବିବେଚନା କରାଯାଏ । ଶିକ୍ଷାନୁଷ୍ଠାନ,ଘର, କୋଚିଂ ସେଣ୍ଟର ଓ ମୁର୍ତ୍ତି କାରିଗର ମାନେ ମାଙ୍କ ଆବାହନ ପାଇଁ ବିଶେଷ ଆୟୋଜନ କରିଛନ୍ତି  । 

ଛାତ୍ରଛାତ୍ରୀ ଓ ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାମାନଙ୍କ ପକ୍ଷରୁ  ମାଙ୍କ ପୂଜା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଏହାସହ ଏହି ସମୟରେ ବସନ୍ତ ଋତୁ ମଧ୍ୟ ଆରମ୍ଭ ହେଉଥିବାରୁ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ ।

   Related Posts