Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ : ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

12/11/2020 at 7:34 AM

ଭୁବନେଶ୍ବର ୧୨/୧୧: ଆସନ୍ତା ୨୦ ତାରିଖରୁ ବସୁଛି ରାଜ୍ୟ ବିଧାନସଭା ଅଧିବେଶନ । ଏହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନ ୫.୩୦ରେ ଏହି ବୈଠକ ବସିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଏହି ଭର୍ଚ୍ୟୁଆଲ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କରିବେ ଓ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଅନଲାଇନରେ ଏଥିରେ ଭାଗ ନେବେ। ମୁଖ୍ୟ ସଚିବ ଓ ଅନ୍ୟ ଉଚ୍ଚ ଅଧିକାରୀମାନେ ସଚିବାଳୟରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ କରାଯାଇପାରେ ବୋଲି ସୂଚନା ମିଳିଛି।

   Related Posts