ମେ’ ୩୦ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 30, 2022 IST

ମେଷ– କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍‌କ ସାବିଧ୍ୟ ଲାଭ କରି ଉପକୃତ ହୋଇପାରନ୍ତି । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କଲେ ଦ୍ୱନ୍ଦ୍ୱରେ ପଡିବାକୁ ହେବ । ଆଲୋଚନା ସମୟରେ ପୂର୍ବବିଷ୍ପତ୍ତିର ପରିବର୍ତ୍ତନ କଲେ ବିରୋଧାତ୍ମକ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ –ସ୍ୱାସ୍ଥ୍ୟ ପ୍ରତି ଅବହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ । ହଠାତ୍ ବନ୍ଧୁଙ୍କ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି । ବିଗତ ଦିନମାନଙ୍କର କଥାକୁ ନେଇ ଭାବପ୍ରବଣତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ସମ୍ପର୍କୀୟ ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା କେତେକାଂଶରେ ଦୂରୀଭୂତ ହୋଇପାରେ । ପରିବାରରେ ଅଶାନ୍ତି, ନିଜ ଲୋକମାନଙ୍କ ଅନାସ୍ଥା ଭାବ ହେତୁ ମାନସିକ ସୁସ୍ଥତା ରହିବ ନାହିଁ । ଆଧ୍ୟାତ୍ମିକତା, ସାହିତ୍ୟ କାମରେ ଉଚ୍ଚ ପ୍ରଶଂସା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ୮ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ସାମାଜିକ ସ୍ତରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ହେବେ । କର୍ମ କ୍ଷେତ୍ରରେ କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ହେତୁ ଜମା ଫରୁସତ୍ ପାଇବେ ନାହିଁ । ଉଚ୍ଚ ପଦାଧରକାରୀଙ୍କ ସହ ମତ ପାର୍ଥକ୍ୟ କାରଣରୁ ଟେନସନରେ ରହିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ଆଗାମୀ ମାଙ୍ଗଳିକ ଉତ୍ସବ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ପରି ଖୁସୀ ହୋଇପାରିବେ ନାହିଁ । ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କହାନି ଦୁଶ୍ଚିନ୍ତାର କରଣ ହୋଇପାରେ । କର୍ମକ୍ଷେତ୍ରରେ ସମସ୍ୟା ପାରିବାରିକ ଜୀବନକୁ କେତେକାଂଶରେ ପ୍ରଭାବିତ କରିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ଲୋକ ସମ୍ପର୍କ, ଘରୋଇ କଥା, ଆନୁଷ୍ଠାନିକ ତଥା ସାମାଜିକ କାମରେ କଳହ ସୃଷ୍ଟି ହୋଇପାରେ । ଅବଶ୍ୟ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ କେତେକ ନୂତନ ସୁଯୋଗ ପାଇବାର ମାର୍ଗ ଉନ୍ମୋଚିତ ହୋଇପାରେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟରେ କାମ କରିପାରିବେ । ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି । ପଡୋଶୀଙ୍କ ସହ କେତେକ ବିବାଦୀୟ ସମସୟାକୁ ନେଇ ଚିନ୍ତିତ ରହିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା –ଦିନଟି ସୁଖମୟ ହେବ । ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ଠାରୁ ଆର୍ଥିକ ସହ ଯୋଗ ପାଇବେ । ପତ୍ନିଙ୍କର ସହ ଯୋଗ ମିଳିବ । ମହିଳାମାନଙ୍କ କ୍ଷେତ୍ରରେ ଆଜି ଆର୍ଥିକ ଲାଭର ଯୋଗ ରହିଛି । ମାନସିକ ଅସ୍ଥିରତା ଓ ପାରିବାରିକ ସମସ୍ୟା ଦୁର ହେବ । ଧର୍ମ ବିଶ୍ୱାସ ବଢିବ । ମହିଳାମାନେ ଅର୍ଥଚିନ୍ତା କରିବେ । । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ –ଦିନଟି ଆନନ୍ଦରେ କଟିବ । କର୍ମକ୍ଷେତ୍ରରେ ସତର୍କତା ସହ କାର୍ଯ୍ୟ କରି ସଫଳତା ପାଇବେ । ଆକଷ୍ମିକ ବିପଦ ଟଳିଯିବ । ମାନସିକ ଶାନ୍ତି ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନ ଦେବେ । ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମକର –ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । । କର୍ମ କ୍ଷେତ୍ରରେ ବିଳମ୍ବ, ଆଶା ବିଫଳ ଧର୍ମ କାର୍ଯ୍ୟରେ ଋଚି, ସାମାଜିକ ପ୍ରତିଷ୍ଠା ଓ ଆୟ ବଢିବାର ସମ୍ଭାବନା ଅଧିକ । ବନ୍ଧୁମାନେ ବିରୁଦ୍ଧାଚରଣ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ଞ୍ଜ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

କୁମ୍ଭ – ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଆଗକୁ ସରକାରୀ ସ୍ତରରେ ବିଶେଷ ଲାଭବାନ୍ ହେବେ । । କର୍ମକ୍ଷେତ୍ରରେ ନିରପେକ୍ଷ ରହିଲେ ବହୁ ଅସୁବିଧାରୁ ମୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ମିଳିବ । ଲକ୍ଷ୍ୟ ପୂରଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ – ତୀର୍ଥ ଦର୍ଶନ, ପରୋପକାର, ଆଦର, ସମ୍ମାନ, ଅଭ୍ୟର୍ଥନା, ବନ୍ଧୁ ମିଳନ ଓ କର୍ମ କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ବଢିବ । ଅପରାହ୍ନ ଠାରୁ ସମୟ କିଛି ପ୍ରତିକୂଳ ଫଳ ଦେଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କର ସହ ଯୋଗ ପାଇବେ । ନିଜର ମେଳାପୀ ସ୍ୱାଭାବ ଯୋଗୁ ଆଜି ଆପଣ ସମସ୍ତଙ୍କର ପ୍ରିୟ ରହିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.