Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚମକିଲେ ଆୟର-ତ୍ରିପାଠୀ, ଏମଆଇକୁ ୭ ଓ୍ବିକେଟ୍‌ରେ ମାତ୍‌ ଦେଲା କେକେଆର
  • ||
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||

୧୯ ଫେବୃଆରୀ ୧୯, ମଙ୍ଗଳବାର

19/02/2019 at 7:52 AM

ମେଷ – କିଛି ସମୟ ପାଇଁ ମାନସିକ ଭାରସାମ୍ୟ ହରାଇ ପାରନ୍ତି । କାର୍ଯ୍ୟ ହାନି ଘଟିବାର ସମ୍ଭାବନା ଅଛି । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ । ଭାଗ୍ୟଶାଳୀ ହୋଇପାରନ୍ତି ।


ବୃଷ – ଆଶା ଫଳବତୀ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।


ମିଥୁନ – କର୍ମକ୍ଷେତ୍ରରେ ଶାନ୍ତିର ବାତାବରନ ସୃଷ୍ଟି ହେବ । ସୁସ୍ଥ ଓ ନିରାମୟ ରହିବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ । ପଥରୋଧ ସମ୍ମୁଖୀନ ହୋଇପାରନ୍ତି । ମଧୁରଭାଷୀ ହେବେ ।


କର୍କଟ- ବିପଦ ଦୂରେଇ ଯିବ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ ।


ସିଂହ – ଆପଣଙ୍କ ଉପରେ ଆସୁଥିବା ବିରୋଧୀ ଭାବ ପ୍ରଶମିତ ହେବ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପରିବାରରେ ଉପଯୁକ୍ତ ଦାୟଦ ହେବେ । ଦୟାଳୁ ହେବେ ।


କନ୍ୟା – ସତ୍ସଙ୍ଗୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ ।


ତୁଳା – ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।


ବିଛା – ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ବ୍ୟବସାୟରେ ଲାଭଜନକ ହେବ । ନବରେ ସେବା ଭାବ ଜାଗ୍ରତ ହୋଇପାରେ ।


ଧନୁ – ଦୃଢ ମନୋଭାବ ଗ୍ରହଣ କରିପାରନ୍ତି । ମନରେ ଗର୍ବ ଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିପାରନ୍ତି ।


ମକର – ଆନନ୍ଦ ଉତ୍ସବ ଲାଗି ରହିବ । ଆମୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ହଠାତ୍ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।


କୁମ୍ଭ – କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ବାଦ-ବିବାଦର ଅବସାନ ଘଟିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ ।


ମୀନ – ଆପଣଙ୍କ କଥା ମା’ଙ୍କ ମନରେ ଆଷାତ ପ୍ରାପ୍ତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା କଫ ଜନିତ ପୀଡା ଅନୁଭବ କରିବେ ।

   Related Posts