Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

୨ ଅକ୍ଟୋବର, ମଙ୍ଗଳବାର

2/10/2018 at 8:45 AM

ମେଷ – ଲାଗି ରହିଥିବା ବିବାଦର ସମାଧାନ ହେବ । ଆଶାବାଦୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଆକସ୍ମିକ ସମସ୍ୟା ଦେଖା ଦେଇପାରେ ।

ବୃଷ – ବ୍ୟବସାୟ ଲାଭଜନକ ହେବ । ସୁଖ ସମ୍ମାନ ଲାଭ କରିପାରନ୍ତି । ସରକାରୀ ବା ବନ୍ଧୁ ସହ ଯୋଗ ଲାଭ ଦାୟକ ହେବ । ମିଷ୍ଟାନ୍ନ ଭୋଜନ ମିଳିବ ।

ମିଥୁନ – ଅଭିଳାଷ ପୂରଣ ହେବ । କୌଣସି ସ୍ଥାନରେ କିଛି ସମୟ ପାଇଁ ଅଟକି ଯାଇପାରନ୍ତି । ଅଯଥା ବିତର୍କରେ ଭାଗ ନେବା ଉଚିତ ନୁହେଁ ।

କର୍କଟ- ଭଲ କାର୍ଯ୍ୟ କରି ଜନସାଧାରଣଙ୍କ ପ୍ରଶଂସାର ପାତ୍ର ହେବେ । ସୁ ସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ ।

ସିଂହ – ମନ ପ୍ରଫୁଲ୍ତର ରହିବ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ ।

କନ୍ୟା – ବନ୍ଧୁଙ୍କ ସାହାର୍ଯ୍ୟ ପା ଖୁସି ହୋଇପାରନ୍ତି । ପରୋପକାର କରି ଆତ୍ମତୃପ୍ତି ଲାଭ କରିବେ । କାର୍ଯ୍ୟର ସଫଳତା ଲାଭ କରିପାରନ୍ତି ।

ତୁଳା – ଅର୍ଥାଭାବ ଦେଖା ଦେଇ ପାରେ । ପାରିବାରିକ ଅଶାନ୍ତି ଦେଖା ଦେଇପାରେ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । କେବଳ ଭାଗ ବ୍ୟବସାୟ ଲାଭଜନକ ହେବ ।

ବିଛା – ଘତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଯାହା ଘଟଣା ଘଟିବ । ତାହା ସୁଖଦାୟକ ହୋଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ ।

ଧନୁ – ବହୁ ଶୁଭ ଯୋଗ ରହିଛି । ଶତ୍ରୁ ବଳବାନ ହୋଇ ଯେତେ ଭୟ ଦେଖାଦେଇ ବି ତାକୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ ।

ମକର – ଗୃହ କାର୍ଯ୍ୟର ବ୍ୟସ୍ତ ରହିବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଧମ ମିଳିବ ।

କୁମ୍ଭ – ଚିନ୍ତାଗ୍ରସ୍ତ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । କୃଷୋ କର୍ମକୁ ତ୍ବରାନ୍ୱିତ କରିବେ । ଯାନବାହନ ସୁଖ ମିଳିପାରେ ।

ମୀନ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୁଳ ରହିଛି ।

   Related Posts